Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମରେ 4 ଉଲ୍‌ଫା ଉଗ୍ରବାଦୀ ଗିରଫ
ଆଜିର ଖବର

ଆସାମରେ 4 ଉଲ୍‌ଫା ଉଗ୍ରବାଦୀ ଗିରଫ

August 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ ପୋଲିସ ବୁଧବାର ୟୁନାଇଟେଡ ଲିବେରେଶନ ଫ୍ରଣ୍ଟ ଅଫ ଆସାମ (ଉଲ୍‌ଫା) ଉଗ୍ରବାଦୀ ସଂଗଠନର ୪ ଜଣ ସଦସ୍ୟଙ୍କୁ ଗିରଫ କରିଛି । ଦେବ୍ରୁଗଡ଼ ଏସପି ଏସ ଶଙ୍କରନ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି । ଗିରଫ ହୋଇଥିବା 4 ଜଣ ଅଭିଯୁକ୍ତ ଉଲ୍‌ଫା ସହିତ ସମ୍ପର୍କ ରଖିଥିବା ନେଇ ଏସପି ଏସ ଶଙ୍କରନ ସୂଚନା ଦେଇଛନ୍ତି । ଗିରଫ ଉଗ୍ରବାଦୀଙ୍କ ନିକଟରୁ ଗୋଟିଏ ଉଲ୍‌ଫା ପତାକା, ନକ୍ସଲ ସାମଗ୍ରୀ ଓ କିଛି ମୋବାଇଲ ଜବତ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.