Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ମୃତ୍ୟୁସମ ଜୀବନ ବିତାଇଥାନ୍ତି ଏହି ପାଞ୍ଚ ପ୍ରକାରର ଲୋକ
ଆଜିର ଖବର

ଚାଣକ୍ୟ ନୀତି: ମୃତ୍ୟୁସମ ଜୀବନ ବିତାଇଥାନ୍ତି ଏହି ପାଞ୍ଚ ପ୍ରକାରର ଲୋକ

December 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଚାର୍ଯ୍ୟ ଚାଣକ୍ୟ
ଚାଣକ୍ୟ ନୀତି: ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟନୀତିରେ କହିଛନ୍ତି ଯେ, ଯେଉଁମାନେ ବଞ୍ଚିଥିଲେ ମଧ୍ୟ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେହି ହିସାବରେ ପାଞ୍ଚ ପ୍ରକାରର ଲୋକ ଅଛନ୍ତି ସେମାନେ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେମାନେ ହେଲେ ଯାହାର ପତ୍ନୀଙ୍କର ମୃତ୍ୟୁ ହୋଇଥିବ, ଆତ୍ମୀୟସ୍ବଜନଙ୍କଠାରୁ ଅପମାନ, ଋଣଭାର, ଦୁର୍ଦ୍ଦାନ୍ତ ବା ଦୁଷ୍ଟ ମାଲିକଙ୍କ ପାଖରେ କାମ କରୁଥିବା ଏବଂ ଦାରିଦ୍ର ଭିତରେ ରହିଥିବା ଲୋକ।

ଯେତେ ଧନ ସଂପତ୍ତି ଥାଉ ନା କାହିଁକି ପତ୍ନୀଙ୍କ ବିୟୋଗ ସବୁବେଳେ ଦୁଃଖଦାୟକ ହୋଇ ରହିଯାଏ। ସେହିପରି ଋଣ ନ ସୁଝିବା ପର୍ଯ୍ୟନ୍ତ କେହି ବି ଭଲରେ ରହିପାରିବ ନାହିଁ। ଅନ୍ୟ ଏକ ପ୍ରସଂଗ ହେଲା ଦୁଷ୍ଟ ବା ଦୁର୍ଦ୍ଦାନ୍ତ ଲୋକଙ୍କ ପାଖରେ କାମ କରିବାର କଷ୍ଟ ମଧ୍ୟ କିଛି କମ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଚାର୍ଜସିଟ୍ ଦାଖଲ କରିବ NIA

December 15, 2025
Latest News

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଚାର୍ଜସିଟ୍ ଦାଖଲ କରିବ NIA

December 15, 2025

ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ, ଜାଣନ୍ତୁ କେତେ

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.