Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ହିଂସା: ଧୀରେ ଧୀରେ ସୁଧୁରିବାରେ ଲାଗିଛି ଉତ୍ତେଜନାମୂଳକ ପରିସ୍ଥିତି
ଆଜିର ଖବର

ମାଲକାନଗିରି ହିଂସା: ଧୀରେ ଧୀରେ ସୁଧୁରିବାରେ ଲାଗିଛି ଉତ୍ତେଜନାମୂଳକ ପରିସ୍ଥିତି

December 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Malkangiri violence updates
Malkangiri violence updates

ଭୁବନେଶ୍ଵର: ମାଲକାନଗିରି ଜିଲ୍ଲାର ଏମ.ଭି -୨୬ ଗାଁରେ ଦେଖା ଦେଇଥିବା ଉତ୍ତେଜନାମୂଳକ ପରିସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ଆଜି ସୁଦ୍ଧା ଏମ.ଭି-୨୬ ଗାଁର ଅଧିକାଂଶ ଲୋକ ଘରକୁ ଫେରିଛନ୍ତି। ଗାଁରୁ ବିଏନଏସ ଧାରା ୧୬୩ ହଟାଇ ଦିଆଯାଇଥିବା ବେଳେ ପୋଡାଜଳା ଘଟଣାରେ ରାଖେଲଗୁଡ଼ାର ୬ ଜଣଙ୍କୁ ଗିରଫ କରାଯାଇଛି। ଜିଲ୍ଲାରେ ଇଣ୍ଟରନେଟ କଟକଣାକୁ ସୋମବାର ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏମଭି-୨୬ ଗାଁରେ ପାଇପ ଜଳଯୋଗାଣ ବ୍ୟବସ୍ଥାକୁ ସଜାଡ଼ି ଦିଆଯାଇଥିବା ବେଳେ ୧୦୬ଟି ଘରେ ପୁନଃ ବିଦ୍ୟୁତ ସଂଯୋଗ କରାଯାଇଛି।

ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କୁ ୨ଓଳି ରନ୍ଧା ଖାଦ୍ୟ ସହ ପୋଷାକ, କମ୍ବଳ, ତାରପୋଲିନ ଏବଂ ଅନ୍ୟାନ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ପ୍ରାଥମିକ ଆକଳନ ମୁତାବକ, ହିଂସାରେ ୩ କୋଟି ୩୪ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ କହିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନେତୃତ୍ୱରେ ଜିଲ୍ଲା ଜନଜାତି ସମାଜକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜନଜାତିଙ୍କ ସମସ୍ୟାର ସମାଧାନ ନେଇ ଆଲୋଚନା କରାଯାଇଛି।

Malkangiri violence ଉତ୍ତେଜନାମୂଳକ ପରିସ୍ଥିତି ଏମ.ଭି -୨୬ ମାଲକାନଗିରି ଜିଲ୍ଲା ମାଲକାନଗିରି ହିଂସା
Share. Facebook Twitter LinkedIn Email WhatsApp Copy Link

Related Posts

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.