Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ପ୍ରସଙ୍ଗ : ଅପରାହ୍ନ 4ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି
ଆଜିର ଖବର

ଧାରା 370 ଉଚ୍ଛେଦ ପ୍ରସଙ୍ଗ : ଅପରାହ୍ନ 4ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

August 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅପରାହ୍ନ 4ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ସେ ନିଜର ସମ୍ବୋଧନରେ ଜମ୍ମୁ କଶ୍ମୀରରୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଶେଷ କରିବା ଓ 2ଟି କେନ୍ଦ୍ର ଶାସିତ ଅଂଚଳରେ ଭାଗ କରିବା ନେଇ କିଛି କହିପାରନ୍ତି । ଅଲ୍‌ ଇଣ୍ଡିଆ ରେଡିଓ ଜରିଆରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀ ମୋଦି ଶେଷ ଥର ପାଇଁ ଦେଶକୁ ଲୋକସଭା ନିର୍ବାଚନ ପୂର୍ବରୁ ମାର୍ଚ୍ଚ 27ରେ ସମ୍ବୋଧନ କରିଥିଲେ । ସୂଚନାଯୋଗ୍ୟ ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ କଶ୍ମୀର ପୁନଃଗଠନ ଓ ଧାରା 370କୁ ଉଚ୍ଛେଦ କରିବା ସମ୍ପର୍କୀତ ସଂକଳ୍ପକୁ ରାଜ୍ୟସଭାରେ ବହୁମତ ସହିତ ଗୃହୀତ ହୋଇଛି । ଏହି ବିଲ ଲୋକସଭାରେ ମଧ୍ୟ ବହୁମତ ସହିତ ଗୃହୀତ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Latest News

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.