Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଏମଭି-୨୬ ଗ୍ରାମର ପୋଡାଜଳା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ
ଆଜିର ଖବର

ମାଲକାନଗିରି ଏମଭି-୨୬ ଗ୍ରାମର ପୋଡାଜଳା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

December 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Malkangiri: BJP MP Balabhadra Majhi Meets Clash Affected People
Malkangiri: BJP MP Balabhadra Majhi Meets Clash Affected People

ଭୁବନେଶ୍ଵର: ମାଲକାନଗିରି ଏମଭି-୨୬ ଗ୍ରାମର ପୋଡାଜଳା ଘଟଣାରେ ପୁଲିସ ଆଜି ଆଉ ୩ ଜଣଙ୍କୁ ଗିରଫ କରିଛି। ଶନିବାର ମଧ୍ୟରାତ୍ରିରେ ଅନ୍ୟ ୯ ଜଣ ଏବଂ ପୂର୍ବରୁ ୬ ଜଣଙ୍କୁ ଗିରଫ କରାଯାଇଥିଲା। ଫଳରେ ଗିରଫ ବ୍ୟକ୍ତିଙ୍କ ସଂଖ୍ୟା ୧୮କୁ ବୃଦ୍ଧିପାଇଛି।

ଏହି ଅବସରରେ ଆଜି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ମାଲକାନଗିରି ଜିଲ୍ଲା ଗସ୍ତକରି ଏକ ସମୀକ୍ଷା ବୈଠକରେ ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପରେ ସେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଏସ୍ପି ବିନୋଦ ପାଟିଲ ଏଚ.ଙ୍କ ଉପସ୍ଥିତିରେ ଜିଲ୍ଲା ଆଦିବାସୀ ସମାଜ ମହାସଂଘର କର୍ମକର୍ତ୍ତା ଓ ଜିଲ୍ଲା ବଙ୍ଗାଳି ସମାଜ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ପରେ ସାଂସଦ ଶ୍ରୀ ମାଝୀ ରାଖେଲଗୁଡା ଗ୍ରାମ ଗସ୍ତକରି ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ।

ଏମଭି-୨୬ ଗ୍ରାମରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଡାକ୍ତରୀ ଦଳ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ପ୍ରଦାନ କରିଛନ୍ତି। ଭାରତୀୟ ରେକକ୍ରସ୍ ସୋସାଇଟି ପକ୍ଷରୁ ଗ୍ରାମବାସୀଙ୍କୁ ପୋଷାକ, କମ୍ବଳ, ଟାର୍ପୋଲିନ ଓ ବିଭିନ୍ନ ରୋଷେଇ ସାମଗ୍ରୀ ବଣ୍ଟନ କରାଯାଇଛି।

 

Balabhadra Majhi bjp mp Clash Affected People malkangiri
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଏନିମେସନ ଚଳଚ୍ଚିତ୍ର ନୀଲୁ ପାଇଁ ବିଶ୍ୱସ୍ତରୀୟ ସଫଳତା ଆଣି ଦେଲା ୱେଭ୍ସ ଫିଲ୍ମ ବଜାର

January 13, 2026

ବିଭିନ୍ନ ବିଦ୍ୟାଳୟରେ ବନ୍ଦେ ମାତରମ ସାମୁହିକ ସଙ୍ଗୀତ ଗାନ

January 13, 2026

ଜେଏନୟୁର ୯ମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

January 13, 2026

ବସ୍ ସ୍କୁଟି ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

January 13, 2026
Latest News

ଭାରତୀୟ ଏନିମେସନ ଚଳଚ୍ଚିତ୍ର ନୀଲୁ ପାଇଁ ବିଶ୍ୱସ୍ତରୀୟ ସଫଳତା ଆଣି ଦେଲା ୱେଭ୍ସ ଫିଲ୍ମ ବଜାର

January 13, 2026

ବିଭିନ୍ନ ବିଦ୍ୟାଳୟରେ ବନ୍ଦେ ମାତରମ ସାମୁହିକ ସଙ୍ଗୀତ ଗାନ

January 13, 2026

ଜେଏନୟୁର ୯ମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

January 13, 2026

ବସ୍ ସ୍କୁଟି ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

January 13, 2026

ଭାରତ-ଜର୍ମାନୀ ମିଳିତ ବିବୃତ୍ତି

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.