Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’
ଆଜିର ଖବର

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Visas From Bhubaneswar
Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ 'ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

Visas From Bhubaneswar: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ Global Visa Application Center ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍‍ଡିଙ୍ଗ୍ ରେ କାର୍ଯ୍ୟକ୍ଷମ ହେବ, ଯାହା ପାଇଁ ଓଡିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ।

ସୂଚନାଯୋଗ୍ୟ ଯେ, ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବୀ ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

Read More: Three-Nation Visit: PM Modi Leaves for Jordan, Ethiopia & Oman ( Click Here To Read)

Visas From Bhubaneswar: ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026
Latest News

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.