Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?
ଆଜିର ଖବର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜିଠାରୁ ସ୍ୱତନ୍ତ୍ର ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକମାସ ଧରି ଏହି ପହିଲି ଭୋଗ ନୀତି କରାଯିବ।

କିମ୍ବଦନ୍ତୀ ଅନୁସାରେ ଆଜି ଠାରୁ ଏକ ମାସ ପାଇଁ ମା ମହାଲକ୍ଷ୍ମୀ ବାପଘରକୁ ଯାଇଥାନ୍ତି। ଏଣୁ ଏହି ସମୟରେ ଯଶୋଦା ମା ଶ୍ରୀଜୀଉ ମାନଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ସୁସ୍ବାଦୁ ବ୍ୟଞ୍ଜନ। ତେବେ ପହିଲି ଭୋଗରେ ସ୍ୱତନ୍ତ୍ର ଭାବେ ମହାପ୍ରଭୁଙ୍କୁ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି କରାଯାଇଥାଏ। ଗୋପାଳ ବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯାଇଥାଏ।

ଚଳିତ ବର୍ଷ ପହିଲି ଭୋଗ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଅଛି। ବିଶ୍ୱାସ ରହିଅଛି ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କର ପହିଲି ଭୋଗକୁ ମା ଯଶୋଦା ପ୍ରସ୍ତୁତ କରିଥିବାରୁ ସଅଳ ଭୋଗ ଲାଗି ହୋଇଥାଏ। ଏଣୁ ଏହି ସ୍ୱତନ୍ତ୍ର ଭୋଗ ପାଇବା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ ଆବିଳତା ମଧ୍ୟ ପରିଲକ୍ଷିତ ହୋଇଅଛି।

ଧନୁ ସଂକ୍ରାନ୍ତି ପରମ୍ପରା ପହିଲି ଭୋଗ ନୀତି ମକର ସଂକ୍ରାନ୍ତି ମହାପ୍ରଭୁ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025

ଓଡ଼ିଶା ପୁଲିସକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ନୂତନ ୱେବସାଇଟ୍‌କୁ ଲୋକାର୍ପଣ କଲେ ଡିଜିପି

December 15, 2025
Latest News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025

ଆଜି ୧୬ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

December 15, 2025

୨୭ତମ ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ୍ ଗାଇଡ୍ କ୍ୟାମ୍ପୋରି ଉଦଘାଟିତ

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.