Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି
ଆଜିର ଖବର

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Jagannath Temple
ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

ପୁରୀ: ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ପରମ୍ପରା ଅନୁସାରେ ଆଜିଠାରୁ ଆଗାମୀ ଏକ ମାସ ପର୍ଯ୍ୟନ୍ତ ମା’ ମହାଲକ୍ଷ୍ମୀ ବାପ ଘରକୁ ଯାଇଥାଆନ୍ତି। ଏହି ସମୟରେ ମା’ ଯଶୋଦା ମହାପ୍ରଭୁଙ୍କ ପାଇଁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଥାନ୍ତି।

ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମ ଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି କରାଯାଇଥାଏ। ଗୋପାଳ ବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯାଇଥାଏ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରତିଦିନ ବଡ଼ି ଭୋର ୨ଟା ରୁ ଦ୍ବାର ଫିଟା ଯାଇ ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି, ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ।

ଆଜି ସକାଳୁ ଦ୍ୱାର ଫିଟା ନୀତି ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି ଶେଷ କରାଯାଇ ବେଶ ଅନୁଷ୍ଠିତ ହେଉଛି।

Dhanu Sankranti jagannath temple pahalibhog shremandir
Share. Facebook Twitter LinkedIn Email WhatsApp Copy Link

Related Posts

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Latest News

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.