Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି
ଆଜିର ଖବର

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Jagannath Temple
Dhanu Sankranti Celebrated in Jagannath Temple

ପୁରୀ: ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ପରମ୍ପରା ଅନୁସାରେ ଆଜିଠାରୁ ଆଗାମୀ ଏକ ମାସ ପର୍ଯ୍ୟନ୍ତ ମା’ ମହାଲକ୍ଷ୍ମୀ ବାପ ଘରକୁ ଯାଇଥାଆନ୍ତି। ଏହି ସମୟରେ ମା’ ଯଶୋଦା ମହାପ୍ରଭୁଙ୍କ ପାଇଁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଥାନ୍ତି।

ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମ ଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି କରାଯାଇଥାଏ। ଗୋପାଳ ବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯାଇଥାଏ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରତିଦିନ ବଡ଼ି ଭୋର ୨ଟା ରୁ ଦ୍ବାର ଫିଟା ଯାଇ ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି, ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ।

ଆଜି ସକାଳୁ ଦ୍ୱାର ଫିଟା ନୀତି ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି ଶେଷ କରାଯାଇ ବେଶ ଅନୁଷ୍ଠିତ ହେଉଛି।

Dhanu Sankranti jagannath temple pahalibhog shremandir
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.