Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ମ ଓଡିଶା ପୁସ୍ତକ ମେଳା: ଏପର୍ଯ୍ୟନ୍ତ ପ୍ରାୟ ୫ କୋଟିର ହେଲା ବ୍ୟବସାୟ
ଆଜିର ଖବର

୭ମ ଓଡିଶା ପୁସ୍ତକ ମେଳା: ଏପର୍ଯ୍ୟନ୍ତ ପ୍ରାୟ ୫ କୋଟିର ହେଲା ବ୍ୟବସାୟ

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
7th Odisha State Book Festival: Bussiness worth around 5crore in 10 days

ଭୁବନେଶ୍ଵର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ପୁସ୍ତକ ମେଳା ସରିବାକୁ ଆଉ ଗୋଟିଏ ଦିନ ବାକି ଥିବା ବେଳେ ପ୍ରଦର୍ଶନୀ ପଡ଼ିଆରେ ପାଠକମାନଙ୍କର ବେଶ୍ ଭିଡ଼ ଦେଖିବାକୁ ମିଳୁଛି। ଗତକାଲି ସୁଦ୍ଧା ପୁସ୍ତକ ମହୋତ୍ସବରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ ହୋଇଛି।

ଆଜିର ଇଣ୍ଟରନେଟ ଓ ଜଗତୀକରଣର ଦୁନିଆରେ ବହିର ଚାହିଦା କମିନି, ବରଂ ବେଶ୍ ବଢିଛି ଏବଂ ଯୁବ ପାଠକ ମାନେ ବହି କିଣିବା ପାଇଁ ପୁସ୍ତକ ମହୋତ୍ସବର ଷ୍ଟଲମାନଙ୍କରେ ଭିଡ଼ ଜମାଉଛନ୍ତି।

ଗତକାଲି ଓଡ଼ିଶା ବିଧାନସଭା ପାଠାଗାର ସବ-କମିଟି ସଦସ୍ୟମାନେ ମେଳା ପରିଦର୍ଶନ କରି ପ୍ରାୟ ୭ ଲକ୍ଷ ଟଙ୍କା ମୂଲ୍ୟର ପୁସ୍ତକ ଚୟନ କରିଛନ୍ତି, ଯେଉଁଥିରେ ଓଡ଼ିଶାର ବରପୁତ୍ର ଓ ମହିଳା ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀ ଆଧାରିତ ପୁସ୍ତକ ଅନ୍ତର୍ଭୁକ୍ତ। ଏହି ପୁସ୍ତକ ମହୋତ୍ସବରେ ୫୫୦ଟି ଷ୍ଟଲ ସହ ୨୦୦ରୁ ଅଧିକ ପ୍ରକାଶକ ଓ ବିକ୍ରେତା ଅଂଶଗ୍ରହଣ କରିଛନ୍ତି। ପାଠକମାନେ ବହି କିଣିବା ସହ କୋରାପୁଟ କଫିର ମଜା ନେଉଛନ୍ତି ଏବଂ ଫୁଡ଼ ଷ୍ଟଲରେ ମିଲେଟ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା ସୁସ୍ୱାଦୁ ଖାଦ୍ୟକୁ ବେଶ୍ ପସନ୍ଦ କରୁଛନ୍ତି।

bhubaneswar Exibition Ground\ Odisha State Book Festival Unit-3
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025

ମିନି ନିଲାମରେ ବିକ୍ରି ହୋଇଥିବା ୬ ସବୁଠାରୁ ମହଙ୍ଗା ଖେଳାଳି: ଯାହାଙ୍କ ପାଇଁ ଭାଙ୍ଗିଥିଲା ସମସ୍ତ ରେକର୍ଡ

December 16, 2025

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025

ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

December 16, 2025
Latest News

୭ମ ଓଡିଶା ପୁସ୍ତକ ମେଳା: ଏପର୍ଯ୍ୟନ୍ତ ପ୍ରାୟ ୫ କୋଟିର ହେଲା ବ୍ୟବସାୟ

December 16, 2025

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025

ମିନି ନିଲାମରେ ବିକ୍ରି ହୋଇଥିବା ୬ ସବୁଠାରୁ ମହଙ୍ଗା ଖେଳାଳି: ଯାହାଙ୍କ ପାଇଁ ଭାଙ୍ଗିଥିଲା ସମସ୍ତ ରେକର୍ଡ

December 16, 2025

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025

ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.