Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ
ଆଜିର ଖବର

ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

December 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ
ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

ଦିଲ୍ଲୀ: ଇଥିଓପିଆ ପ୍ରଥମ ଦ୍ୱିପାକ୍ଷିକ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଡିସ ଆବାବାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଇଥିଓପିଆର ପ୍ରଧାନମନ୍ତ୍ରୀ ଡ଼ା. ଆବି ଅହମ୍ମଦ ଅଲି ସ୍ୱାଗତ କରିଥିଲେ।
ଭାରତ ଓ ଇଥିଓପିଆ ମଧ୍ୟରେ ଐତିହାସିକ ସମ୍ପର୍କ ରହିଛି, ଯାହାକି ଜନସାଧାରଣଙ୍କ ମଧ୍ୟରେ ଥିବା ଗଭୀର ସମ୍ବନ୍ଧ ଆଧାରିତ। ଇଥିଓପିଆନ ନେତୃତ୍ୱଙ୍କ ଏହି ସ୍ୱତନ୍ତ୍ର ସ୍ୱାଗତ ବିକାଶଶୀଳ ଦେଶ ଅଂଶୀଦାର ଭାବରେ ଉଭୟ ଦେଶ ପରସ୍ପରକୁ କେତେ ଗୁରୁତ୍ୱ ଦିଅନ୍ତି ତାହା ପ୍ରତିଫଳିତ କରେ।

ଆଡିସ ଆବାବା ଇଥିଓପିଆ ଡ଼ା. ଆବି ଅହମ୍ମଦ ଅଲି ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.