Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପାରିକ ଲୋକକଳା ପ୍ରଦର୍ଶନ
ଆଜିର ଖବର

ଖୋର୍ଦ୍ଧା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପାରିକ ଲୋକକଳା ପ୍ରଦର୍ଶନ

December 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପାରିକ ଲୋକକଳା ପ୍ରଦର୍ଶନ
ଖୋର୍ଦ୍ଧା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପାରିକ ଲୋକକଳା ପ୍ରଦର୍ଶନ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ମହକୁମାସ୍ଥ ଟିଏଲସି ରୋଡ଼ ବିଡିଏ ପଡ଼ିଆରେ ଅନୁଷ୍ଠିତ ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବର ରୌପ୍ୟ ଜୟନ୍ତୀ ଉଦଯାପନୀ ସମାରୋହ ଦ୍ୱିତୀୟ ସନ୍ଧ୍ୟାରେ ଆଜି ବହୁ ଜନ ସମାବେଶ ହୋଇଥିବାର ପରିଲିଖିତ ହୋଇଥିଲା। ସନ୍ଧ୍ୟାରେ ମଞ୍ଚରେ ନୃତ୍ୟାୟନ ଖୋର୍ଦ୍ଧା, ସଂସ୍କାର ଭାରତୀ ଖୋର୍ଦ୍ଧା, ମୟୁରଭଞ୍ଜର ଛଉ ନୃତ୍ୟର କଳାକାର ମାନେ ଆକର୍ଷଣୀୟ ନୃତ୍ୟ ସଙ୍ଗୀତ ପରିବେଷଣ ଦର୍ଶକଙ୍କୁ ମନମୁଗ୍ଧ କରିଥିଲେ। ପ୍ରାରମ୍ଭରେ ନୃତ୍ୟାୟନ ଖୋର୍ଦ୍ଧା ନୃତ୍ୟ ପରିବେଷଣ କରିଥିଲେ।

ବୁଧବାର ସନ୍ଧ୍ୟା ପାଞ୍ଚ ଘଟିକା ସମୟରୁ ଲୋକମାନଙ୍କର ଭିଡ଼ ଲାଗି ରହିଥିବାର ଦେଖା ଯାଇ ଥିଲା। ଫାଷ୍ଟ ଫୁଡ଼ ଷ୍ଟଲ ମାନଙ୍କରେ ପ୍ରବଳ ଭିଡ଼ ଦେଖା ଯାଇଥିଲା। ପରେ ଖୋର୍ଦ୍ଧା ମହୋତ୍ସବର ମୁଖ୍ୟ ଉପଦେଷ୍ଟା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ମନ୍ତ୍ରୀ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ସୂର୍ଯ୍ୟବଂଶୀ ସୁରଜ ଯୋଗଦେଇ ଖୋର୍ଦ୍ଧା ମହୋତ୍ସବ ଶିକ୍ଷା, ସୂଚନା, ସେବା ସାଂସ୍କୃତିକ ସମ୍ଭାରର ଅନନ୍ୟ ନିଦର୍ଶନ ବୋଲି ଉଦବୋଧନ ଦେଇ ଖୋର୍ଦ୍ଧାର ଐତିହାସିକ କିମ୍ବଦନ୍ତୀ ଉଜ୍ଜୀବିତ କରିବା ସହ ଖୋର୍ଦ୍ଧା ମାଟିର ଯୁବଶକ୍ତିକୁ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଭିଜନରେ ଅଂଶୀଦାର କରିବାକୁ ବହୁଗୁଣରେ ପ୍ରେରଣା ଯୋଗାଇବ ବୋଲି ପ୍ରକାଶ କରିଥିଲେ।

ଏହି ଦ୍ୱିତୀୟ ସନ୍ଧ୍ୟା ମହୋତ୍ସବରେ ପରିଚାଳନା କମିଟି ସଭାପତି, ସମ୍ପାଦକ ସମେତ ବହୁ ଜନପ୍ରତିନିଧି, ବୁଦ୍ଧିଜୀବୀ, ସାହିତ୍ୟ ସଂସ୍କୃତି ପ୍ରେମୀ, ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇ ଥିବାବେଳେ ବହୁ ଜନ ସମାବେଶ ହୋଇଥିଲା।

ଖୋର୍ଦ୍ଧା ମହୋତ୍ସବ ପାରମ୍ପାରିକ ଲୋକକଳା ରୌପ୍ୟ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026
Latest News

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.