Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ
ଆଜିର ଖବର

ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

December 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଶିଶୁପାଳଗଡ଼ଠାରେ ଥିବା ପ୍ରାଚୀନ ଐତିହ୍ୟସ୍ଥଳୀରୁ ବେଆଇନ ଜବରଦଖଲ ଉଚ୍ଛେଦ ଲାଗି ପ୍ରତ୍ନତତ୍ତ୍ୱ ବିଭାଗ ପଦକ୍ଷେପ ନେଇଥିବା କହିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ। ଆଜି ରାଜ୍ୟ ସଭାରେ ଏ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଶିଶୁପାଳଗଡ଼ ଦୁର୍ଗର ଭିତର ଏବଂ ବାହାର ଅବଶେଷ ମଧ୍ୟରୁ ଅଧିକାଂଶ ଭାଗ ମାଟି ତଳେ ପୋତି ହୋଇ ରହିଛି। ଏହି ସ୍ଥାନକୁ  25 ନଭେମ୍ବର 1950ରେ ସରକାରୀ ଗେଜେଟ୍‌ ବିଜ୍ଞପ୍ତି ସଂଖ୍ୟା 34 ମାଧ୍ୟମରେ ସଂରକ୍ଷିତ ଐତିହ୍ୟ ସ୍ଥଳୀ ରୂପେ ଘୋଷଣା କରାଯାଇଥିଲା। ମୋଟ୍‌ ସଂରକ୍ଷିତ ଐତିହ୍ୟସ୍ଥଳୀର ପରିସର 562.681 ଏକର ହୋଇଥିବା ବେଳେ ଉଭୟ ସରକାରୀ ଏବଂ ଘରୋଇ ମାଲିକାନାରେ ଜମି ରହିଛି।

ବେଆଇନ କାର୍ଯ୍ୟକଳାପ ବିରୋଧରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଅଭିଯୋଗ ଦାୟର କରିଛି। ପ୍ରାଚୀନ ସ୍ମାରକୀ ଏବଂ ପ୍ରତ୍ନତାତ୍ତ୍ୱିକ ସ୍ଥାନ ଏବଂ ଅବଶେଷ ଆଇନ, 1958 ଏବଂ ନିୟମ 1959 ଆଧାରରେ ଖିଲାପକାରୀଙ୍କୁ ନୋଟିସ ଜାରି କରାଯାଇଛି। ଶିଶୁପାଳଗଡ଼ରେ ଜବରଦଖଲକୁ ନେଇ ହାଇକୋର୍ଟରେ ମଧ୍ୟ ଏକ ମାମଲା ଦାୟର କରାଯାଇଥିଲା। ବର୍ତ୍ତମାନ ମାମଲାର ସମାଧାନ ହୋଇସାରିଛି।

ଏଏସଆଇ ଐତିହ୍ୟ ସ୍ଥଳ ଗଜେନ୍ଦ୍ର ସିଂ ଶେଖାୱତ ଜବରଦଖଲ ଉଚ୍ଛେଦ ଭୁବନେଶ୍ୱର ଶିଶୁପାଳଗଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 18, 2025

ହଟ୍ଟକେଶ୍ୱର, ଅଟ୍ରି ମକର ମହୋତ୍ସବ-୨୦୨୬ ଉପଲକ୍ଷେ ପ୍ରସ୍ତୁତି ବୈଠକ

December 18, 2025

ବିଧାୟକ ଓ ମନ୍ତ୍ରୀଙ୍କ ଦରମା–ଭତ୍ତା ବୃଦ୍ଧିକୁ ବିରୋଧ କରି ରଣପୁରରେ ସିପିଆଇ (ଏମ୍)ର ପ୍ରତିବାଦ

December 18, 2025

ବିଧାୟକଙ୍କ ବର୍ଦ୍ଧିତ ଦରମାକୁ ବିରୋଧ କରି ବଡ ପଦକ୍ଷେପ ନେଲେ ପ୍ରସାଦ ହରିଚନ୍ଦନ

December 18, 2025
Latest News

ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

December 18, 2025

ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 18, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ହଟ୍ଟକେଶ୍ୱର, ଅଟ୍ରି ମକର ମହୋତ୍ସବ-୨୦୨୬ ଉପଲକ୍ଷେ ପ୍ରସ୍ତୁତି ବୈଠକ

December 18, 2025

ବିଧାୟକ ଓ ମନ୍ତ୍ରୀଙ୍କ ଦରମା–ଭତ୍ତା ବୃଦ୍ଧିକୁ ବିରୋଧ କରି ରଣପୁରରେ ସିପିଆଇ (ଏମ୍)ର ପ୍ରତିବାଦ

December 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.