Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CM release calendar and diary for the New Year 2026 by the Shri Mandir Admin
CM release calendar and diary for the New Year 2026 by the Shri Mandir Admin

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଆଜି ଇଂରାଜୀ ନବବର୍ଷ-୨୦୨୬ର କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୱାଲ୍ କ୍ୟାଲେଣ୍ଡର, ଡେସ୍କ କ୍ୟାଲେଣ୍ଡର ଏବଂ ସ୍ୱତନ୍ତ୍ର ଡାଏରୀ ଉନ୍ମୋଚନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ଆକର୍ଷଣୀୟ ଫଟୋ ସମ୍ବଳିତ ଏହି କ୍ୟାଲେଣ୍ଡର ଧନୁ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କୁ ଲାଗି ପରେ ଶ୍ରୀମନ୍ଦିରରେ ଉନ୍ମୋଚନ କରାଯାଇଥିଲା। ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଏବଂ ପାରମ୍ପରିକ ପଥର ଖୋଦେଇ ଚିତ୍ର ମାଧ୍ୟମରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ରଥଯାତ୍ରା ସମ୍ବନ୍ଧୀୟ ଭବ୍ୟ ଚିତ୍ରଗୁଡିକ ସ୍ଥାନ ପାଇଛି।

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ୱାଲ ଓ ଡେସ୍କ କ୍ୟାଲେଣ୍ଡର ପୁରୀ ଏବଂ ଭୁବନେଶ୍ୱରସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ରରେ ଉପଲବ୍ଧ ହେବ। କ୍ୟାଲେଣ୍ଡର ଉନ୍ମୋଚନ କାର୍ଯ୍ୟକ୍ରମରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ, ଆଇନ ବିଭାଗ ପ୍ରଧାନ ସଚିବ ଡକ୍ଟର ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

CM release calendar New Year 2026 Shri Mandir Admin
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.