Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର
ଆଜିର ଖବର

ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର

December 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର
ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର

ଖୋର୍ଦ୍ଧା: ଓଡ଼ିଶା ରାଜ୍ୟ ନିର୍ବାଚନ କମିଶନର ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ମୁଧୁସୁଦନ ପାଢ଼ୀ ଗତକାଲି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଗସ୍ତକରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଆଗାମୀ ଦିନରେ ହେବାକୁ ଯାଉଥିବା ସାଧାରଣ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ବିଭାଗୀୟ ଅଧିକାରୀ ଏବଂ ସମସ୍ତ ବି ଡି ଓ ତହସିଲଦାର, ପୌର ନିର୍ବାହୀ ଅଧିକାରୀ ମାନଙ୍କ ସହ ସମୀକ୍ଷା କରିଥିଲେ। ବୈଠକରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅମ୍ରିତ୍ ଋତୁରାଜ, ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର ରୁଦ୍ର ନାରାୟଣ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ,ଖୋର୍ଦ୍ଧା ପ୍ରତାପ ଚନ୍ଦ୍ର ବେଉରା, ଉପଜିଲ୍ଲାପାଳ ତଥା ଭୋଟର ପଞ୍ଜିକରଣ ଅଧିକାରୀ ,ଖୋର୍ଦ୍ଧା, କିଶୋର କୁମାର ପଣ୍ଡା, ଭୁବନେଶ୍ୱର ଡ. ମନୋରଞ୍ଜନ ସାହୁ ଯୋଗଦେଇଥିଲେ।

ଜିଲ୍ଲା ପଂଚାୟତ ଅଧିକାରୀ, ଖୋର୍ଦ୍ଧା ଶ୍ୟାମଳେନ୍ଦୁ ନାୟକ ପୂର୍ବ ସାଧାରଣ ପୌର ଓ ପଂଚାୟତ ନିର୍ବାଚନ ୨୦୨୨ର ପରିଚାଳନା ତଥା ପ୍ରିସାଇଡିଂ ଓ ପୋଲିଂ ଅଧିକାରୀ ନିୟୋଜନ ଠାରୁ ଆରମ୍ଭ କରି ବୁଥ ରେ ସର୍ବନିମ୍ନ ସୁବିଧା ଉପଲବ୍ଧ ସହ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ତଥ୍ୟ ଉପସ୍ଥାପନ କରିଥିଲେ। ସେହିପରି ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ପାଢ଼ୀ ନିର୍ବାଚନ ସମୟରେ ଉପୁଜୁଥିବା ବିଭିନ୍ନ ପ୍ରକାର ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ବି ଡି ଓ ଏବଂ ନିର୍ବାହୀ ଅଧିକାରୀ ମାନଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।

ପ୍ରକାଶ ଥାଉକି ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାରେ ଏକ ଗୋଟି ଲୋକସଭା ଆସନ ଅଧୀନ ଆଠ ଗୋଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ କମିଶନଙ୍କ ଅନୁମୋଦନ କ୍ରମେ ମୋଟ ୨୪୩୪ ଗୋଟି ମତଦାନ କେନ୍ଦ୍ର ମାଧ୍ୟମରେ ଆଗାମୀ ସାଧାରଣ ପୌର ପରିଷଦ ଓ ପଂଚାୟତ ନିର୍ବାଚନ ପରିଚାଳନା କରାଯିବା ସୂଚନା ମିଳିଛି। ଶେଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା ଧନ୍ୟବାଦ ପ୍ରଦାନ କରିଥିଲେ।

ଖୋର୍ଦ୍ଧା ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ ରାଜ୍ୟ ନିର୍ବାଚନ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.