Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମିୟ ପଟ୍ଟନାୟକ ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ 
ଆଜିର ଖବର

ଅମିୟ ପଟ୍ଟନାୟକ ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ 

December 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିୟ ପଟ୍ଟନାୟକ
ଅମିୟ ପଟ୍ଟନାୟକ ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ 

ଭୁବନେଶ୍ଵର: ଉତ୍କଳ ଭାରତ କିଷାନ କଂଗ୍ରେସ ରାଷ୍ଟ୍ରୀୟ ସଂଯୋଯୋଜକ ତଥା ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ବିଶିଷ୍ଟ ସମବାୟବିତ୍ ଅମିୟ କୁମାର ପଟ୍ଟନାୟକଙ୍କୁ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ପିସିସି ମିଡିଆ ସେଲର ଅଧ୍ୟକ୍ଷ ଅରବିନ୍ଦ ଦାସ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

ପ୍ରକାଶ ଥାଉକି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପରାମର୍ଶ କ୍ରମେ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ଆଗାମୀ ଦିନରେ ସମବାୟ ପ୍ରକୋଷ୍ଠର କାର୍ଯ୍ୟକ୍ରମକୁ ତୃଣମୂଳସ୍ତରରୁ ତ୍ବରାନ୍ବିତ କରାଯିବା ସହିତ ପ୍ରତି ପଞ୍ଚାୟତସ୍ତରରୁ ସମବାୟବିତ୍‌ମାନଙ୍କୁ ଚିହ୍ନଟ କରାଯାଇ ସମବାୟ କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଅଣାଯିବ ବୋଲି ଶ୍ରୀ ଦାସ ଜଣାଇଛନ୍ତି।

ଅମିୟ ପଟ୍ଟନାୟକ କଂଗ୍ରେସ କମିଟି ସମବାୟ
Share. Facebook Twitter LinkedIn Email WhatsApp Copy Link

Related Posts

କୃଷକ ସଂଗଠନ ତରଫରୁ ରେଢ଼ାଖୋଲରେ ଓ କିସିଣ୍ଡାରେ ୧୨ ଘଣ୍ଟିଆ ବନ୍ଦ

December 19, 2025

ଶ୍ରୀଲଙ୍କାକୁ ୮ ୱିକେଟରେ ପରାସ୍ତ କଲା ଟିମ ଇଣ୍ଡିଆ: ଫାଇନାଲରେ ହେବ ଭାରତ-ପାକିସ୍ତାନ ମହାଲଢେଇ

December 19, 2025

ଏକ ନୂତନ ସୁଲଭ ଇଲେକ୍ଟ୍ରିକ୍ ସ୍କୁଟର ଆଣିବ Ather: ଜାଣନ୍ତୁ କେବେ ଲଞ୍ଚ ହେବ?

December 19, 2025

ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର

December 19, 2025
Latest News

ଅମିୟ ପଟ୍ଟନାୟକ ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ 

December 19, 2025

ତାମିଲନାଡୁରେ SIRର ପ୍ରଥମ ପର୍ଯ୍ୟାୟ ଡ୍ରାଫ୍ଟ ତାଲିକା ପ୍ରକାଶିତ: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

December 19, 2025

କୃଷକ ସଂଗଠନ ତରଫରୁ ରେଢ଼ାଖୋଲରେ ଓ କିସିଣ୍ଡାରେ ୧୨ ଘଣ୍ଟିଆ ବନ୍ଦ

December 19, 2025

ଶ୍ରୀଲଙ୍କାକୁ ୮ ୱିକେଟରେ ପରାସ୍ତ କଲା ଟିମ ଇଣ୍ଡିଆ: ଫାଇନାଲରେ ହେବ ଭାରତ-ପାକିସ୍ତାନ ମହାଲଢେଇ

December 19, 2025

ଏକ ନୂତନ ସୁଲଭ ଇଲେକ୍ଟ୍ରିକ୍ ସ୍କୁଟର ଆଣିବ Ather: ଜାଣନ୍ତୁ କେବେ ଲଞ୍ଚ ହେବ?

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.