Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Modi
ଆଜି ଏନ୍‌ସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ। ପୂର୍ବାହ୍ନ ପ୍ରାୟ ୧୧.୧୫ରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ରାଣାଘାଟ ଠାରେ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଉପସ୍ଥିତ ଜନସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ।

ପ୍ରଧାନମନ୍ତ୍ରୀ ପ୍ରାୟ ୩୨୦୦ କୋଟି ଟଙ୍କାର ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ।

ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ନଦିଆ ଜିଲ୍ଲାରେ ଏନଏଚ-୩୪ରେ ୬୬.୭ କିମି ବିଶିଷ୍ଟ ୪ ଲେନ ବିଶିଷ୍ଟ ବାରାଜଗୁଲି-କ୍ରିଷ୍ଣାନଗର ସେକ୍ସନର ଉଦଘାଟନ କରିବେ। ଏହା ସହ ପଶ୍ଚିମବଙ୍ଗ ଉତ୍ତର ଚବିଶ ପ୍ରଗଣା ଜିଲ୍ଲାର ଏନଏଚ-୩୪ରେ ୧୭.୬ କି.ମି ଦୈର୍ଘ୍ୟ ବିିଶିଷ୍ଟ ବରସାତ-ବାରାଜଗୁଲି ସେକ୍ସନ ୪ ଲେନ୍ କାମର ଶିଳାନ୍ୟାସ କରିବେ।

ଏହି ପ୍ରକଳ୍ପ ଗୁଡ଼ିକ କୋଲକାତା ଓ ସିଲିଗୁଡ଼ି ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ବ୍ୟବସ୍ଥା ଭାବେ କାମ କରିବ। ଏହାଦ୍ୱାରା ଯାତ୍ରା ସମୟ ପ୍ରାୟ ୨ ଘଣ୍ଟା ହ୍ରାସ ପାଇବ ଏବଂ ଗାଡ଼ି ଗୁଡ଼ିକ ନିର୍ବିଘ୍ନରେ କମ୍ ଟ୍ରାଫିକରେ ଦ୍ରୁତ ଓ ନିରାପଦରେ ଯାତାୟାତ କରିପାରିବେ। ଗାଡ଼ି ଚଳାଚଳର ଖର୍ଚ୍ଚହ୍ରାସ ପାଇ କୋଲାକାତା ଓ ପଶ୍ଚିମବଙ୍ଗର ଅନ୍ୟାନ୍ୟ ଜିଲ୍ଲା ସମେତ, ପଡ଼ୋଶୀ ଦେଶ ସହ ଯୋଗାଯୋଗ ବ୍ୟବସ୍ଥା ମଧ୍ୟ ଉନ୍ନତ ହୋଇପାରିବ। ପ୍ରକଳ୍ପ ଗୁଡ଼ିକ ଅଞ୍ଚଳରେ ଆର୍ଥିକ ଅଭିବୃଦ୍ଧିକୁ ସୁଦୃଢ଼ କରିବ ଏବଂ ଅଞ୍ଚଳରେ ପର୍ଯ୍ୟଟନର ବିକାଶକୁ ପ୍ରୋତ୍ସାହନ ମିଳିପାରିବ।

ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026
Latest News

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.