Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଘର ସାଧାରଣ ସଭା: ଯୁଗଳ କିଶୋର ଦେବତା ସଭାପତି ନିର୍ବାଚିତ
ଆଜିର ଖବର

ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଘର ସାଧାରଣ ସଭା: ଯୁଗଳ କିଶୋର ଦେବତା ସଭାପତି ନିର୍ବାଚିତ

December 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଘର ସାଧାରଣ ସଭା: ଯୁଗଳ କିଶୋର ଦେବତା ସଭାପତି ନିର୍ବାଚିତ
ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଘର ସାଧାରଣ ସଭା: ଯୁଗଳ କିଶୋର ଦେବତା ସଭାପତି ନିର୍ବାଚିତ

ଭୁବନେଶ୍ଵର: ଆଜି ଓଡିଶା ଚଳଚ୍ଚିତ୍ର ପ୍ରଯୋଜକ ସଂଘର ନିର୍ବାଚନ ଅନୁଷ୍ଠିତ ହେଇ ସାରିଛି। ଏହି ନିର୍ବାଚନରେ ଯୁଗଳ କିଶୋର ଦେବତା ସଭାପତି, ଅଜୟ ରାଉତରାୟ ଉପ ସଭାପତି, ରଞ୍ଜିତ କୁମାର ରାଉତ ସମ୍ପାଦକ, ସମରେଶ ରାଉତରାୟ ଯୁଗ୍ମ ସମ୍ପାଦକ, ଚିତ୍ତରଂଜନ ମିଶ୍ର କୋଷାଧ୍ୟକ୍ଷ ଓ ଅଜୟ କୁମାର ମହାନ୍ତି, ପ୍ରଣୟ ଜେଠୀ, ରମେଶ ବାରିକ, ତପନ ଦାସ, କେ ତମନା, ଲିଟୁ ମହାନ୍ତି, କୌଶିକ ଦାଶ ଓ ଅକ୍ଷୟ ପ୍ରଧାନ କାର୍ଯ୍ୟ ନିର୍ବାହୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।

ନିର୍ବାଚନକୁ ସୂଚାରୁ ରୁପେ ବ୍ରଜ କିଶୋର ପ୍ରଧାନ, ଜୁବୁଲି ସୁନ୍ଦରାୟ, ଚନ୍ଦନ ତ୍ରିପାଠୀ ଓ ପରେଶ ଅଭଲାନି ପରିଚାଳନା କରିଥିଲେ।

ଓଡିଶା ଚଳଚ୍ଚିତ୍ର ପ୍ରଯୋଜକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026
Latest News

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.