Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପମୁଖ୍ୟମନ୍ତ୍ରୀ
ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

KV Singh Deo warns of action against millers over paddy procurement delay

ଭୁବନେଶ୍ଵର: ଯଦି ମିଲର ସରକାରୀ ନିୟମ ନ ପାଳନ୍ତି ତାଙ୍କ ବିଦ୍ୟୁତ କଟାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଧାନ ନ ଉଠିବା ପ୍ରସଙ୍ଗରେ ମତ ରଖି ସେ କହିଛନ୍ତି କିଛି ରାଜନୈତିକ ଚକ୍ରାନ୍ତ ଯୋଗୁଁ ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହୋଇଛି। କୌଣସି ମିଲର ସରକାରଙ୍କୁ ବ୍ଲାକ ମେଲ କରିପାରିବେ ନାହିଁ। ଯିଏ ଏପରି କରିବ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସିଂହଦେଓ ଚେତାବନୀ ଦେଇଛନ୍ତି।

action against millers KV Singh Deo paddy procurement delay ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.