Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଓ୍ବିଣ୍ଡିଜ୍‌ ଦିନିକିଆ : ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବାତିଲ୍‌
ଆଜିର ଖବର

ଭାରତ ଓ୍ବିଣ୍ଡିଜ୍‌ ଦିନିକିଆ : ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବାତିଲ୍‌

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟି-20 ମ୍ୟାଚର ଶୃଙ୍ଖଳାକୁ 3-0ରେ ଜିତିବା ପରେ ବିରାଟ କୋହଲିଙ୍କ ଟିମର ପ୍ରଥମ ଦିନିକିଆ ବର୍ଷା କାରଣରୁ ବାତିଲ କରି ଦିଆଯାଇଛି । ବର୍ଷା ଯୋଗୁଁ ମ୍ୟାଚ କେବଳ 13 ଓଭର ଖେଳ ସମ୍ଭବ ହୋଇଥିଲା । ଯେଉଁଥିରେ ୱେଷ୍ଟଇଣ୍ଡିଜ ଗୋଟିଏ ୱିକେଟ ହରାଇ 54ରନ କରିପାରିଥିଲା । ମ୍ୟାଚ ଆରମ୍ଭ ହେବା ପୂର୍ବରୁ ବର୍ଷା ଲାଗି ରହିଥିଲା ଏବଂ 2 ଘଣ୍ଟା ବିଳମ୍ବରେ ମ୍ୟାଚ ଆରମ୍ଭ ହୋଇଥିଲା । ଏହା ପରେ ପୁଣି ବର୍ଷା ଲାଗିରହିଥିଲା । ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଭାରତ ବିପକ୍ଷ ପ୍ରଥମ ଦିନିକିଆରେ ଭଲ ସ୍କୋର କରିପାରି ନଥିଲେ । ସେ 31 ବଲ ଖେଳି ମାତ୍ର 4 ରନ କରିଥିଲେ । ଇଭିନ ଲୁଇସ 40 ରନ ଓ ସାଈ ହୋପ 6 ରନ କରିଥିବା ବେଳେ ମ୍ୟାଚ୍‌ ବନ୍ଦ ରହିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.