Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ
ଆଜିର ଖବର

Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ

December 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Republic Day Preparation
Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ

Republic Day Preparation: ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି।

ଚଳିତ ବର୍ଷର ପ୍ରଜ୍ଞାପନ ମେଢ଼ରେ ବିଭିନ୍ନ ବିଭାଗର ସଫଳତାର କାହାଣୀ ସହ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର ଉପଯୁକ୍ତ ପ୍ରତିଫଳନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ୨୦୨୬ ଜାନୁଆରୀ ୨୬ ତାରିଖ ଦିନ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍‌ ପରେ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ।

Hemant Sharma january 26 republic day ଗଣତନ୍ତ୍ର ଦିବସ ଜାନୁୟାରୀ 26 ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.