Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ
ଆଜିର ଖବର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ

December 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନାକଟିଦେଉଳ ରାସ୍ତାର ହଳଦୀଘାଟ ବ୍ରିଜ ନିକଟ ବୁଲାଣିରେ ବାଇକ ଦୁର୍ଘଟଣାରେ ଭୀମଭୋଇ କଲେଜର ଦୁଇ ଜଣ ଛାତ୍ର ଙ୍କ ମୃତ୍ୟୁ ହୋଇଥିବା ବେଳେ Acha ଛାତ୍ର ଆହତ ହୋଇଥିବା ଜଣାପଡିଛି। ମୃତକ ଛାତ୍ର ମାନେ ହେଲେ ଜୁଜୁମୁରା ଥାନା କୟାକୁଦ ପଞ୍ଚାୟତ ରାମ ବଡ଼ମାଳ ଗ୍ରାମର ବାଦଳ ବିଞାଲ ଓ ଚାରମାଳ ଥାନା ନୁଆପଡାର ଠାକୁର ଦେହୁରୀ।‌

ପ୍ରକାଶ ଯେ, ରେଢ଼ାଖୋଲ ଭୀମଭୋଇ କଲେଜର +୨ ଦୁଇ ଦ୍ବିତୀୟ ବର୍ଷ କଳା ବିଭାଗର ୩ ଜଣ ଛାତ୍ର ନୂଆପଡ଼ା ଗ୍ରାମର ସତ୍ୟବ୍ରତ ଦେହୁରୀ , ଠାକୁର ଦେହୁରୀ ଓ ରାମ ବଡ଼ମାଳ ଗ୍ରାମର ବାଦଳ ବିଞାଲ ଆଜି କଲେଜ ରେ ପରୀକ୍ଷା ଦେଇସାରି ଏକ ବାଇକରେ ନାକଟିଦେଉଳ ରାସ୍ତା ପଟେ ଯାଉଥିବା ବେଳେ ହଳଦୀଘାଟ ବ୍ରିଜ ନିକଟ ବୁଲାଣିରେ ରାସ୍ତା କଡ଼ରେ ଥିବା ବାଡାରେ ଧକ୍କା ହୋଇ ଦୁର୍ଘଟଣା ହୋଇଥିଲେ। ଫଳରେ ସେମାନେ ଗୁରୁତର ହୋଇଥିଲେ।

ସ୍ଥାନୀୟ ଲୋକେ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ବାଦଳ ବିଞାଲ ଘଟଣା ସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ବେଳେ ବୁର୍ଲା ସ୍ଥାନାନ୍ତର ବେଳେ ରାସ୍ତାରେ ଠାକୁର ଦେହୁରୀ ଙ୍କ ମୃତ୍ୟୁ ହୋଇଥିବା ଖବର ହସ୍ତ ଗତ ହୋଇଛି। ଛାତ୍ର ସତ୍ୟବ୍ରତ ଦେହୁରୀ ଡାକ୍ତରଖାନାରେ ଚିକିତ୍ସିତ ହୋଇ ସୁସ୍ଥ ଥିବା ଡାକ୍ତର ପ୍ରକାଶ କରିଛନ୍ତି। ଖବର ପାଇ ଘଟଣା ସ୍ଥଳକୁ ପୋଲିସ ପହଞ୍ଚି ତଦନ୍ତ କରୁଥିଵା ବେଳେ ରେଢ଼ାଖୋଲ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ।

ନାକଟିଦେଉଳ ଭୀମଭୋଇ କଲେଜ ରେଢାଖୋଲ ହଳଦୀଘାଟ ବ୍ରିଜ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.