Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»12 ତାରିଖରେ ଆଉ ଏକ ଲଘୁଚାପ : ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା
ଆଜିର ଖବର

12 ତାରିଖରେ ଆଉ ଏକ ଲଘୁଚାପ : ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା 12 ତାରିଖରୁ ଆଉ ଏକ ଲଘୁଚାପ ହେବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଗତ 6 ତାରିଖରୁ ରାଜ୍ୟରେ ଲଗାତାର ବର୍ଷା ହୋଇଥିଲା । କେତେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା । କିନ୍ତୁ ଗତକାଲିଠାରୁ ବର୍ଷାର ପରିମାଣ କମିବା ସହ ପାଗ ଶୁଖିଲା ରହିଥିଲା । ଏତତ୍ ବତୀତ ଆସନ୍ତା 12 ତାରିଖରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଉତର ଓଡିଶାରେ ବର୍ଷା ହେବ । ବର୍ତ୍ତମାନ ସୁଦ୍ଧା 8 ପ୍ରତିଶତ ନିଅଣ୍ଟ ବର୍ଷା ହୋଇଛି । ଯାହା ଆଗାମୀ ଦିନରେ ଭରଣା ହୋଇଯିବ ବୋଲି ବିଭାଗ କହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.