Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪୯୧ଟି ଅଙ୍ଗନବାଡି କେନ୍ଦ୍ରକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

୪୯୧ଟି ଅଙ୍ଗନବାଡି କେନ୍ଦ୍ରକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

December 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida
ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଅଙ୍ଗନବାଡି କେନ୍ଦ୍ରର ଶୁଭାରମ୍ଭ କାର୍ଯ୍ୟକ୍ରମରେ ୪୯୧ଟି ଅଙ୍ଗନବାଡି କେନ୍ଦ୍ରକୁ ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଉପଜିଲ୍ଲାପାଳ, ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଆଭାସି ମାଧ୍ୟମରେ ଯୋଡି ହୋଇଥିଲେ। କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଉପସ୍ଥିତ ଥିଲେ। ଏଥି ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୯୧୩ଟି ଅଙ୍ଗନବାଡି କେନ୍ଦ୍ର ଉଦଘାଟିତ ହୋଇଥିଲା। ଫଳରେ ମୋଟ ୧ ହଜାର ୪୦୪ଟି ଅଙ୍ଗନବାଡି କେନ୍ଦ୍ର ଲୋକାର୍ପଣ ହୋଇଛି।

ରାଜ୍ୟରେ ଆହୁରି ୧୦ ହଜାର ୪୦୦ଟି ଅଙ୍ଗନବାଡି କେନ୍ଦ୍ର ପ୍ରତିଷ୍ଠା ହେବା ଲକ୍ଷ୍ୟ ସରକାର ରଖିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି। ଡିଜିଟାଇଜେସନ ମାଧ୍ୟମରେ ଅଙ୍ଗନବାଡି କେନ୍ଦ୍ରଗୁଡିକ ଆଗକୁ ଯିବ ବୋଲି ଶ୍ରୀମତୀ ପରିଡା ସୂଚନା ଦେଇଛନ୍ତି।

Anganwadi Centres Pravati Parida ଅଙ୍ଗନବାଡ଼ି କେନ୍ଦ୍ର ପ୍ରଭାତୀ ପରିଡା ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026
Latest News

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.