Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟି ପିଟି ହତ୍ୟା, ପୋଲିସର ଆଶ୍ଚର୍ଯ୍ୟଜନକ ଦାବି
ଆଜିର ଖବର

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟି ପିଟି ହତ୍ୟା, ପୋଲିସର ଆଶ୍ଚର୍ଯ୍ୟଜନକ ଦାବି

December 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
'ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ': ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
'ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ': ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ଭିଡ଼ ଦ୍ୱାରା ପିଟି ପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ। ରାଜବାଡ଼ିର ପାଙ୍ଗସା ଅଞ୍ଚଳରେ ଘଟିଥିବା ହତ୍ୟାକାଣ୍ଡ ସମ୍ପର୍କରେ ପୋଲିସ ଦାବି କରିଛି ଯେ, ଅମୃତ ମଣ୍ଡଳଙ୍କୁ ବଟି ଆଦାୟ ଅଭିଯୋଗରେ ହତ୍ୟା କରାଯାଇଛି।

ଡେଲି ଷ୍ଟାରରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ପୋଲିସ କହିଛି ଯେ ବୁଧବାର (ଡିସେମ୍ବର ୨୪, ୨୦୨୫) ଦିନ ଗାଁ ଲୋକମାନେ ଅମୃତଙ୍କ ଉପରେ ଆକ୍ରମଣ କରିଥିଲେ। ପୋଲିସ ଅମୃତଙ୍କ ସହଯୋଗୀ ମହମ୍ମଦ ସଲିମଙ୍କୁ ଅଟକ ରଖିଛି ଏବଂ ଏକ ପିସ୍ତଲ ସମେତ ଅସ୍ତ୍ରଶସ୍ତ୍ର ଜବତ କରିଛି।

ପୋଲିସ ମୁତାବକ, ଅମୃତ ମଣ୍ଡଳ ସମ୍ରାଟ ବାହିନୀ ନାମକ ଏକ ସଂଗଠନ ଗଠନ କରି ଆଖପାଖ ଅଞ୍ଚଳରେ ବଟି ଆଦାୟ କରୁଥିବା ଅଭିଯୋଗ ହୋଇଛି। ସେ ଆୱାମୀ ଲିଗ୍ ସରକାର ସମୟରେ ଭାରତ ପଳାଇ ଯାଇଥିଲେ ଏବଂ ବର୍ତ୍ତମାନ ସେ ବାଂଲାଦେଶ ଫେରି ଆସିଛନ୍ତି।

bangladesh Breaking News hindu Hindu Boy Dead
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026
Latest News

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.