Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଂସଦ ଖେଳ ମହୋତ୍ସବ: ସଫଳ କ୍ରୀଡାବିତଙ୍କୁ ପୁରସ୍କୃତ କଲେ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ସାଂସଦ ଖେଳ ମହୋତ୍ସବ: ସଫଳ କ୍ରୀଡାବିତଙ୍କୁ ପୁରସ୍କୃତ କଲେ ଧର୍ମେନ୍ଦ୍ର ପ୍ରଧାନ

December 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?
ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗ ଦର୍ଶନରେ ଗ୍ରାମାଞ୍ଚଳର ଲୁକ୍କାୟିତ କ୍ରୀଡ଼ା ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ଆରମ୍ଭ କରାଯାଇଥିଲା ସାଂସଦ ଖେଳ ମହୋତ୍ସବ। ଏହି କ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଥିବା ଏହି ଖେଳ ମହୋତ୍ସବ ଉଦଯାପିତ ହୋଇଛି। ସମ୍ବଲପୁରରେ ସାଂସଦ ଖେଳ ମହୋତ୍ସବର ସମାପନ ଉତ୍ସବରେ ଯୋଗ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହି ଅବସରରେ ସେ କହିଛନ୍ତି ଯେ ଖେଳ ସମସ୍ତଙ୍କ ଜୀବନରେ ଅଛି। ଜିତିବା ରେ ହିଁ ଶିଖିବା ଥାଏ। ଏହି ଅବସରରେ ସେ ସଫଳ କ୍ରୀଡାବିତଙ୍କୁ ପୁରସ୍କୃତ କରିଛନ୍ତି।

dharmendra pradhan sambalpur Sansad Khel Mahotsav
Share. Facebook Twitter LinkedIn Email WhatsApp Copy Link

Related Posts

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026
Latest News

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.