Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର
ଆଜିର ଖବର

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର

December 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଦିଗପହଣ୍ଡି ଥାନା ଅର୍ନ୍ତଗତ ଘୋଡ଼ା ମୁହଁ ଛକ ନିକଟରେ ଦୁଇଟି ମୋଟର ସାଇକେଲ ମୁହାଁମୁହିଁ ଧକ୍କା ଫଳରେ ନିକଟସ୍ଥ ପନାଡ ଗ୍ରାମର ସୁଶାନ୍ତ ଗୌଡ ନାମକ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସେହି ଗ୍ରାମର ସିଲୁ ଗୌଡ ଓ ବ୍ରହ୍ମପୁର ସଦର ଥାନା ଅଞ୍ଚଳର ହୀନ ବେହେରା ଓ ଶିବ ବେହେରା ନାମକ ତିନି ଜଣ ଯୁବକ ଗୁରୁତର ଆହତ ହୋଇ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ, ଲୋକ ପ୍ରତିନିଧି ଓ ରାଜନୈତିକ ବ୍ୟକ୍ତିବିଶେଷ ଘଟଣାସ୍ଥଳରେ ପହଞ୍ଚି ପ୍ରଶାସନର ଅବହେଳାକୁ ଦାୟୀ କରି ରାସ୍ତାରୋକ କରିଥିଲେ ଓ ଯାନବାହାନ ଚଳାଚଳରେ ବାଧାପ୍ରାପ୍ତ ହେବାରୁ ତହସିଲଦାର, ଥାନା ଅଧିକାରୀ ଓ ପୁର୍ତ୍ତ ବିଭାଗ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ସରକାରୀ ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।

ଜଣେ ମୃତ ତିନି ଗୁରୁତର ଦିଗପହଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.