Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ
ଆଜିର ଖବର

ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ

December 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ
ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ

ରଣପୁର: ରଣପୁର ମା’ ମଣିନାଗଙ୍କ ମନ୍ଦିର ନିକଟରେ ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ତରଫରୁ ୨୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଵିଜେଡ଼ି ବ୍ଲକ ସଭାପତି ସଚିକାନ୍ତ ସଡ଼ଙ୍ଗୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ସଦସ୍ୟ ଗିରିଜାକାନ୍ତ ମହାପାତ୍ର, କିଶୋର ପଟ୍ଟନାୟକ, ପାଣ୍ଡଵ ସେଠୀ,ସଂଯୁକ୍ତା ପଢିଆରି,ଭାଗବତ ସେଠୀ,ନଗର ସଭାପତି ଲିଙ୍ଗରାଜ ନାୟକ, ଯୁବ ସଂଗଠକ ତ୍ରିନାଥ ବିଶ୍ୱାଳ, ପ୍ରଫୁଲ୍ଲ ନାୟକ, ଆଲୋକ ଜେନାଙ୍କ ସହ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ଓ ଶତାଧିକ ବିଜେଡି କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ପ୍ରଥମେ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବାପରେ ମଞ୍ଚରେ ପ୍ରଭୁଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ସମସ୍ତ କର୍ମୀ ମାନେ ବିଜୁବାବୁଙ୍କ ସ୍ମୃତି ଚାରଣ କରିବା ସହ ନବୀନ ବାବୁଙ୍କ ନେତୃତ୍ୱରେ ଦଳକୁ ସଂଗଠିତ କରିବା ପାଇଁ ସଂକଳ୍ପ ନେଇଥିଲେ।

ରଣପୁର ନିର୍ବାଚନ ମଣ୍ଡଳୀରେ ଦଳ ପରାଜିତ ହେବା ପରଠାରୁ ସାଙ୍ଗଠନିକ କାର୍ଯ୍ୟକ୍ରମ ଶିଥିଳ ହୋଇ ପଡ଼ିଥିବା ବେଳେ ଦଳୀୟ କର୍ମୀ ମାନେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଦଳମଧ୍ୟରେ ଥିବା ଆନ୍ତର୍ଦ୍ୱନ୍ଦ ଓ ମତ ପାର୍ଥକ୍ୟ ଠାରୁ ଦୁରେଇ ରହି ନବୀନ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳକୁ ଆଗାମି ଦିନରେ କିଭଳି ସଂଗଠିତ ହୋଇ ବିଭିର୍ଣ୍ଣ ଦଳୀୟ କାର୍ଯ୍ୟକ୍ରମ ରେ ସାମିଲ ହୋଇ କାର୍ଯ୍ୟକରିବା ସେସମ୍ପର୍କରେ ଦଳୀୟ ନେତୃତ୍ୱ ଓ ବରିଷ୍ଠ କର୍ମୀ ମାନେ ବକ୍ତବ୍ୟ ରଖିଥିଲେ।

ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ-ବାଦାମପାହାଡ଼ ମଧ୍ୟରେ ଗଡ଼ିବ ସିଧା ଟ୍ରେନ୍, ମୟୂରଭଞ୍ଜବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ହେବ ସାକାର

October 21, 2026

iPhone ବ୍ୟବହାରକାରୀଙ୍କ ପାଇଁ ଆସିପାରେ ନୂଆ ପେମେଣ୍ଟ ବିକଳ୍ପ, Apple Payକୁ ମିଳିବ ଚ୍ୟାଲେଞ୍ଜ!

October 20, 2026

CJP ପ୍ରସଙ୍ଗରେ ନବୀନଙ୍କ ସ୍ପଷ୍ଟ ଆଭିମୁଖ୍ୟ : ନବୀନଙ୍କ ଏକ୍ସ ପୋଷ୍ଟକୁ ନେଇ ଚର୍ଚ୍ଚା

October 20, 2026

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026
Latest News

ଆୟକର ନିୟମରେ ବଡ଼ ପରିବର୍ତ୍ତନ! TDS ପାଇଁ ଆଉ ୪ଟି ଫର୍ମ ନୁହେଁ, ଗୋଟିଏ ଫର୍ମରେ ହେବ ସବୁ କାମ

October 21, 2026

ଭାରତର ୩ ଶତ୍ରୁ: ଏକଜୁଟ ହେବାକୁ ମୋଦୀଙ୍କ ଆହ୍ୱାନ

October 21, 2026

ଭାରତରେ ଭିଟାମିନ୍ D ସଙ୍କଟ: ଜାଣନ୍ତୁ ଏହାର ୫ଟି ବଡ଼ କାରଣ

October 21, 2026

ୟୁକ୍ରେନରେ ଷ୍ଟାରଲିଙ୍କ ଇଣ୍ଟରନେଟ୍ ସେବାରେ କଟକଣା ଲଗାଇଲେ ଏଲନ୍‌ ମସ୍କ

October 21, 2026

ସିନ୍ଦେଙ୍କ CM ହେବା ଚର୍ଚ୍ଚା ତେଜ, ଶିବସେନା ନେତାଙ୍କ ବୟାନରେ ନୂଆ ରାଜନୈତିକ ଝଡ଼

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.