Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ
ଆଜିର ଖବର

ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ

December 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ
ରଣପୁରରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ

ରଣପୁର: ରଣପୁର ମା’ ମଣିନାଗଙ୍କ ମନ୍ଦିର ନିକଟରେ ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ତରଫରୁ ୨୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଵିଜେଡ଼ି ବ୍ଲକ ସଭାପତି ସଚିକାନ୍ତ ସଡ଼ଙ୍ଗୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ସଦସ୍ୟ ଗିରିଜାକାନ୍ତ ମହାପାତ୍ର, କିଶୋର ପଟ୍ଟନାୟକ, ପାଣ୍ଡଵ ସେଠୀ,ସଂଯୁକ୍ତା ପଢିଆରି,ଭାଗବତ ସେଠୀ,ନଗର ସଭାପତି ଲିଙ୍ଗରାଜ ନାୟକ, ଯୁବ ସଂଗଠକ ତ୍ରିନାଥ ବିଶ୍ୱାଳ, ପ୍ରଫୁଲ୍ଲ ନାୟକ, ଆଲୋକ ଜେନାଙ୍କ ସହ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ଓ ଶତାଧିକ ବିଜେଡି କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ପ୍ରଥମେ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବାପରେ ମଞ୍ଚରେ ପ୍ରଭୁଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ସମସ୍ତ କର୍ମୀ ମାନେ ବିଜୁବାବୁଙ୍କ ସ୍ମୃତି ଚାରଣ କରିବା ସହ ନବୀନ ବାବୁଙ୍କ ନେତୃତ୍ୱରେ ଦଳକୁ ସଂଗଠିତ କରିବା ପାଇଁ ସଂକଳ୍ପ ନେଇଥିଲେ।

ରଣପୁର ନିର୍ବାଚନ ମଣ୍ଡଳୀରେ ଦଳ ପରାଜିତ ହେବା ପରଠାରୁ ସାଙ୍ଗଠନିକ କାର୍ଯ୍ୟକ୍ରମ ଶିଥିଳ ହୋଇ ପଡ଼ିଥିବା ବେଳେ ଦଳୀୟ କର୍ମୀ ମାନେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଦଳମଧ୍ୟରେ ଥିବା ଆନ୍ତର୍ଦ୍ୱନ୍ଦ ଓ ମତ ପାର୍ଥକ୍ୟ ଠାରୁ ଦୁରେଇ ରହି ନବୀନ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳକୁ ଆଗାମି ଦିନରେ କିଭଳି ସଂଗଠିତ ହୋଇ ବିଭିର୍ଣ୍ଣ ଦଳୀୟ କାର୍ଯ୍ୟକ୍ରମ ରେ ସାମିଲ ହୋଇ କାର୍ଯ୍ୟକରିବା ସେସମ୍ପର୍କରେ ଦଳୀୟ ନେତୃତ୍ୱ ଓ ବରିଷ୍ଠ କର୍ମୀ ମାନେ ବକ୍ତବ୍ୟ ରଖିଥିଲେ।

ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026
Latest News

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.