Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାରବେଳ ଭବନଠାରେ ସୃଜନ କ୍ୟାଣ୍ଟିନର ଶୁଭାରମ୍ଭ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ
ଆଜିର ଖବର

ଖାରବେଳ ଭବନଠାରେ ସୃଜନ କ୍ୟାଣ୍ଟିନର ଶୁଭାରମ୍ଭ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

December 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Krushna Ch Mahapatra inaugurates IRCTC operated facility at Kharvel Bhawan
Krushna Ch Mahapatra inaugurates IRCTC operated facility at Kharvel Bhawan

ଭୁବନେଶ୍ଵର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଭୁବନେଶ୍ୱରସ୍ଥିତ ଖାରବେଳ ଭବନଠାରେ ସୃଜନ କ୍ୟାଣ୍ଟିନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଡକ୍ଟର ମହାପାତ୍ର କହିଛନ୍ତି ଏହା ଦ୍ଵାରା ସୃଜନଶୀଳତା, କଥାବାର୍ତ୍ତା ଏବଂ ସୁଆଦିଆ ବ୍ୟଞ୍ଜନର ସମନ୍ୱୟ ଘଟିବା ସହ ଏକ ଜୀବନ୍ତ ତଥା ସହଭାଗୀ କର୍ମସଂସ୍କୃତି ଗଢ଼ିଉଠିବ। “ସୃଜନଶୀଳତା, ଆଳାପ ଏବଂ ଆହାର” ଥିମ୍ କୁ ନେଇ ଏହି ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି। ଗୁଣବତ୍ତା ଏବଂ ଉତ୍ତମ ଆତିଥ୍ୟ ସେବା ନିଶ୍ଚିତ କରିବା ପାଇଁ IRCTC ମାଧ୍ୟମରେ ଏହାର ପରିଚାଳନା କରାଯାଇଛି। ଏହା ଅଧିକାରୀ, କର୍ମଚାରୀ ଏବଂ ପରିଦର୍ଶକମାନଙ୍କ ମଧ୍ୟରେ ଜ୍ଞାନର ଆଦାନପ୍ରଦାନ, ନୂତନ ଚିନ୍ତାଧାରା ଓ ସହଯୋଗକୁ ପ୍ରୋତ୍ସାହିତ କରିବ ବୋଲି ମନ୍ତ୍ରୀ ମହାପାତ୍ର କହିଛନ୍ତି। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଉପସ୍ଥିତ ଥିଲେ।

IRCTC operated facility Kharvel Bhawan Krushna Ch Mahapatra ଖାରବେଳ ଭବନ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ସୃଜନ କ୍ୟାଣ୍ଟିନ
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.