Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ୭୧ତମ ରାଜ୍ୟ ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା
ଆଜିର ଖବର

ଆରମ୍ଭ ହେଲା ୭୧ତମ ରାଜ୍ୟ ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା

December 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Cuttack- 71st state athletics meet
Cuttack- 71st state athletics meet

କଟକ: ଶନିବାରଠାରୁ ଆରମ୍ଭ ହୋଇଛି ୭୧ ତମ ରାଜ୍ୟ ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା। କଟକର ରିଜର୍ଭ ପୋଲିସ ସିନ୍ଥେଠିକ୍ ପଡିଆଠାରେ ପ୍ରତିଯୋଗିତା ଆୟୋଜିତ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ କ୍ରୀଡା ବିଭାଗ ସଚିବ ରାମଚନ୍ଦ୍ର ଯାଦବ ଉଦଘାଟନ କରିଥିଲେ।

ପ୍ରଥମ ଦିନରେ ୫ ହଜାର ମିଟର ମହିଳା ଓ ପୁରୁଷ ବିଭାଗରେ ଦୌଡ ପ୍ରତିଯୋଗିତା ହୋଇଛି। ମହିଳା ବିଭାଗରେ ଓଡିଶା ପୁଲିସର ସସ୍ମିତା ଟିକା ଓ ପୁରୁଷ ବିଭାଗରେ ଓଡିଶା ପୁଲିସର ଅଶୋକ ଦଣ୍ଡସେନା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ପ୍ରତିଯୋଗୀତାରେ ବିଭିନ୍ନ ଜିଲ୍ଲାର ୧୪୯୨ ଜଣ ଅଂଶଗ୍ରହଣ କରିଛନ୍ତି। ୪ ଦିନ ଧରି ପ୍ରତିଯୋଗିତା ଚାଲିବ। ଉଦଘାଟନୀ କାର୍ଯ୍ୟକ୍ରମରେ କ୍ରୀଡା ବିଭାଗ ନିର୍ଦ୍ଦେଶକ, କଟକ ଜିଲ୍ଲାପାଳ ଓ ଏସପି ପ୍ରମୁଖ ଉପସ୍ଥିତ ଥିଲେ।

cuttack state athletics meet ଖେଳ କୁଦ ପ୍ରତିଯୋଗିତା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.