Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆବର୍ଷକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ରେଳବାଇ
ଆଜିର ଖବର

ନୂଆବର୍ଷକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ରେଳବାଇ

December 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷକୁ ଦୃଷ୍ଟିରେ ରଖି
ନୂଆବର୍ଷକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ରେଳବାଇ

ଭୁବନେଶ୍ବର: ଭାରତୀୟ ରେଳବାଇ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟ, ରହଣି ଏବଂ ସଂରଚନାକୁ ବଜାୟ ରଖିବା ସହ ପରିଚାଳନା ଅବଧି ବୃଦ୍ଧି କରିଛି ଏହା ଦ୍ଵାରା ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ହେବା ସହ ନିରନ୍ତର ଯାତ୍ରା ସୁବିଧା ଯୋଗାଇବରେ ବିଶେଷ ସହାୟକ ହେବ :

1. 02832/02831 ଭୁବନେଶ୍ୱର-ଧାନବାଦ-ଭୁବନେଶ୍ୱର ସ୍ପେଶାଲ୍ :

ଟ୍ରେନ ନ. 02832 ଭୁବନେଶ୍ୱର-ଧାନବାଦ ସ୍ପେଶାଲ୍ 28 ଫେବୃଆରୀ 2026 ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।ସେହିଭଳି, ଟ୍ରେନ ନ. 02831 ଧାନବାଦ-ଭୁବନେଶ୍ୱର ସ୍ପେଶାଲ୍ 3 ମାର୍ଚ୍ଚ 2026 ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

2. 02839/02840 ଶାଲିମାର-ପୁରୀ-ଶାଲିମାର ସାପ୍ତାହିକ ସ୍ପେଶାଲ୍ :

ଶାଲିମାରରୁ ପ୍ରତି ରବିବାର ଛାଡୁଥିବା ଟ୍ରେନ ନ. 02839 ଶାଲିମାର-ପୁରୀ ସାପ୍ତାହିକ ସ୍ପେଶାଲ୍ 22 ଫେବୃଆରୀ 2026 ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

ସେହିଭଳି , ପୁରୀରୁ ପ୍ରତି ସୋମବାର ଛାଡୁଥିବା ଟ୍ରେନ ନ. 02840 ପୁରୀ-ଶାଲିମାର ସାପ୍ତାହିକ ସ୍ପେଶାଲ୍ 23 ଫେବୃଆରୀ 2026 ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

3. 08011/08012 ଭଞ୍ଜପୁର-ପୁରୀ-ଭଞ୍ଜପୁର ଦ୍ୱି-ସାପ୍ତାହିକ ସ୍ପେଶାଲ୍ :

ଭଞ୍ଜପୁରରୁ ପ୍ରତି ଗୁରୁବାର ଏବଂ ଶନିବାର ଛାଡୁଥିବା ଟ୍ରେନ ନ. 08011 ଭଞ୍ଜପୁର-ପୁରୀ ସ୍ପେଶାଲ୍ ଟ୍ରେନକୁ 28 ଫେବୃଆରୀ 2026 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସେହିଭଳି, ପୁରୀରୁ ପ୍ରତି ଶୁକ୍ରବାର ଏବଂ ରବିବାର ଛାଡୁଥିବା ଟ୍ରେନ ନ. 08012 ପୁରୀ-ଭଞ୍ଜପୁର ସ୍ପେଶାଲ୍ ଟ୍ରେନକୁ 1 ମାର୍ଚ୍ଚ 2026 ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

ଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣଗୁଡ଼ିକୁ ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ସେମାନଙ୍କର ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି।

East Coast Railway ନୂଆବର୍ଷକୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026
Latest News

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.