Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଚିଲିକା କୂଳରେ ପୋଲିସ ସହାୟତା କେନ୍ଦ୍ରକୁ ଉଦଘାଟନ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜିର ଖବର

ବାଲୁଗାଁ ଚିଲିକା କୂଳରେ ପୋଲିସ ସହାୟତା କେନ୍ଦ୍ରକୁ ଉଦଘାଟନ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

December 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ଵ: ଚିଲିକା କୁଳ ଜେଟିରେ ଖୋଲିଲା ପୋଲିସ ସହାୟତା କେନ୍ଦ୍ର
ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ଵ: ଚିଲିକା କୁଳ ଜେଟିରେ ଖୋଲିଲା ପୋଲିସ ସହାୟତା କେନ୍ଦ୍ର

ବାଲୁଗାଁ: ସୋମବାର ଦିନ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଚିଲିକା କୂଳ ଜେଟି ନିକଟରେ ଏକ ପୋଲିସ ସହାୟତା କେନ୍ଦ୍ର ଉଦଘାଟନ କରିଛନ୍ତି। ଚିଲିକାକୁ ଆସୁଥିବା ଯାତ୍ରୀଙ୍କ ସୁରକ୍ଷା ପାଇଁ ଏହି କେନ୍ଦ୍ର କାର୍ଯ୍ୟ କରିବ।

ଉକ୍ତ ଜେଟି ଅଞ୍ଚଳରେ ଦିନକୁଦିନ ଅସାମାଜିକ ବ୍ୟକ୍ତିଙ୍କ ପାଦୂର୍ଭାବ ବଢୁଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ସମେତ କାଳିଜାଇ ମୋଟର ବୋଟ ଆସୋସିଏସନ୍ ପକ୍ଷରୁଏହି କେନ୍ଦ୍ର ସ୍ଥାପନ ପାଇଁ ଦାବୀ ହୋଇ ଆସୁଥିଲା। ଯାହା ବର୍ତ୍ତମାନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପୂରଣ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ, ଥାନାଧିକାରୀ ଜୟ ପ୍ରକାଶ ପରିଡା, ଭାଜପା ଜିଲ୍ଲା ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବିଜେପି ନଗରମଣ୍ଡଳ ସଭାପତି ସନ୍ତୋଷ ପାଇକରାୟ, କାଉନସିଲର ବୃନ୍ଦ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ,ମୋଟର ବୋଟ ଆସୋସିଏସନ ସଦସ୍ୟ, ବରିଷ୍ଠ ବିଜେପି କର୍ମୀ, ବୁଦ୍ଧିଜୀବୀଙ୍କ ସମେତ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।

ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଓ ପୋଲିସ ପ୍ରଶାସନ ଉଦ୍ୟମ ଯୋଗୁଁ ଜେଟିରେ ପୋଲିସ ସହାୟତା କେନ୍ଦ୍ର ସ୍ଥାପନ କରାଯାଇଥିବାରୁ ଅଞ୍ଚଳବାସୀ ଭୂୟାଂଶି ପ୍ରଶଂସା କରିଛନ୍ତି। ଏଥିସହିତ ଜେଟିରେ ବିଭିନ୍ନ ଅସାମାଜିକ କାର୍ଯ୍ୟ ଏବଂ ନିଶାଡ଼ିଙ୍କ ପାଦୃଭାବ ବହୁ ମାତ୍ରାରେ ରୋକା ଯାଇ ପାରିବ ବୋଲି ବୁଦ୍ଧିଜୀବୀ ମାନେ ମତ ରଖିଥିଲେ।

ଚିଲିକା କୁଳ ଜେଟି ପୃଥ୍ବୀରାଜ ହରିଚନ୍ଦନ ପୋଲିସ ସହାୟତା କେନ୍ଦ୍ର ଯାତ୍ରୀ ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026
Latest News

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ନେପାଳ ପ୍ରଳୟଙ୍କରୀ ବନ୍ୟା: ଏବେବି ନିଖୋଜ ୨୭୫ ଭାରତୀୟ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.