Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଫୁଲତୋଡା ଧରି ପାଳନସ୍ଥଳ ନ କରିବାକୁ ପରାମର୍ଶ
ଆଜିର ଖବର

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଫୁଲତୋଡା ଧରି ପାଳନସ୍ଥଳ ନ କରିବାକୁ ପରାମର୍ଶ

December 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷର ଅଭିନନ୍ଦନ
ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଫୁଲତୋଡା ଧରି ପାଳନସ୍ଥଳ ନ କରିବାକୁ ପରାମର୍ଶ

ଭୁବନେଶ୍ବର: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ। ତେବେ, ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନ ଆସିବାକୁ ଅନୁରୋଧ।

ଏହି ଦିନ ସରକାରୀ କାର୍ଯ୍ୟଦିବସ ରହୁ ଥିବାରୁ, ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟରେ ନିୟମିତ କାର୍ଯ୍ୟ ଜାରି ରହିବ। ସରକାରୀ କାର୍ଯ୍ୟାଳୟକୁ କୌଣସି ପ୍ରକାରେ ଇଂରାଜୀ ନୂଆବର୍ଷ ପାଳନର ସ୍ଥଳୀ ନ କରିବାକୁ ପରାମର୍ଶ ଦିଆଯାଇଛି। କେବଳ ବ୍ୟକ୍ତିଗତ ସୌଜନ୍ୟମୂଳକ ସମ୍ଭାଷଣ ବ୍ୟତୀତ କୌଣସି ପ୍ରକାର ଉତ୍ସବ, ଭେଟଘାଟ୍, ଭୋଜିଭାତ, ପାର୍ଟି ଇତ୍ୟାଦି ରାଜ୍ୟ ସରକାରୀ କାର୍ଯ୍ୟାଳୟ ପରିସର ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଉଛି। ସମସ୍ତ କାର୍ଯ୍ୟାଳୟ ଓ ଅନୁଷ୍ଠାନର ମୁଖ୍ୟ ଏହାକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Mohan Majhi ନୂଆବର୍ଷର ଅଭିନନ୍ଦନ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.