Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬୬ତମ ଜାତୀୟ ଫିଲ୍ମ ପୁରସ୍କାରରେ ବାଜି ମାରିଲା ଅନ୍ଧାଧୁନ୍‌
ଆଜିର ଖବର

୬୬ତମ ଜାତୀୟ ଫିଲ୍ମ ପୁରସ୍କାରରେ ବାଜି ମାରିଲା ଅନ୍ଧାଧୁନ୍‌

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୬୬ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାରର ଘୋଷଣା କରାଯାଇଛି ।  ଶାସ୍ତ୍ରୀ ଭବନ ପରିସରରେ ପିଆଇବି କନଫରେନ୍ସ ହଲ୍‌ରେ ପୁରସ୍କାର ପ୍ରଦାନ ସମାବେଶର ଉତ୍ସବ ଆୟୋଜନ କରାଯାଇଛି । ଫିଚର ଫିଲ୍ମରେ ୩୧ଟି ଶ୍ରେଣୀରେ ଜାତୀୟ ପୁରସ୍କାର ଦିଆଯିବ । ୨୩ଟି ନନ୍‌ଫିଚର୍‌ ଫିଲ୍ମ  ଓ ୩୧ଟି ଫିଚର ଫିଲ୍ମ ପାଇଁ ଏହି ପୁରସ୍କାର ଦିଆଯିବ । ମୋଷ୍ଟ ଫିଲ୍ମ ଫ୍ରେଣ୍ଡଲୀ ଷ୍ଟେଟ୍‌ ପାଇଁ ଉତ୍ତରାଖଣ୍ଡକୁ ପୁରସ୍କାର ମିଳିବ । ପ୍ରତ୍ୟେକ ବର୍ଷ ନ୍ୟାସନାଲ୍‌ ଆଓ୍ବାର୍ଡର ଘୋଷଣା ଅପ୍ରେଲ୍‌ ମାସରେ କରାଯାଉଥିବାବେଳେ ଚଳିତ ବର୍ଷ ଲୋକସଭା ନିର୍ବାଚନ ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା । ତେବେ ଏହି ୬୬ ତମ ଜାତୀୟ ପୁରସ୍କାରରେ ବଲିଉଡ୍‌ଫିଲ୍ମ  ଅନ୍ଧାଧୁନ୍‌ ବାଜି ମାରିଛି। ଶ୍ରେଷ୍ଠ ଫିଲ୍ମ, ଶ୍ରେଷ୍ଠ ଚିତ୍ରନାଟ୍ୟ ଓ ଶ୍ରେଷ୍ଠ ଅଭିନେତାର ୩ଟି ପୁରସ୍କାର ପାଇଥିବାବେଳେ ’ଉରି’ ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ନିର୍ଦ୍ଦେଶକର ପୁରସ୍କାର ହାତେଇଛି । ସେହିପରି ଅକ୍ଷୟ କୁମାରଙ୍କ ଅଭିନୀତ ‘ପ୍ୟାଡମ୍ୟାନ୍‌’ ଶ୍ରେଷ୍ଠ ସାମାଜିକ ପ୍ରସଙ୍ଗ ଭିତ୍ତିକ ଫିଲ୍ମ ପୁରସ୍କାର ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Latest News

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.