ଭୁବନେଶ୍ଵର: ଲୋକସେବା ଭବନରେ ହାଇଦ୍ରାବାଦରୁ ଆସିଥିବା RVR ପ୍ରୋଜେକ୍ଟ ପ୍ରାଇଭେଟ୍ ଲିମିଟେଡ କମ୍ପାନୀର ଏମ୍.ଡି. ରଘୁ ରୟାଲଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଏହି ଅବସରରେ ଦୁଇଜଣଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି।