Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋକ୍ସୋ ଆକ୍ଟରେ କୁଲ୍‌ଦୀପ ସେନ୍‌ଗାରଙ୍କ ବିରୋଧରେ ମାମଲା ରୁଜୁ
ଆଜିର ଖବର

ପୋକ୍ସୋ ଆକ୍ଟରେ କୁଲ୍‌ଦୀପ ସେନ୍‌ଗାରଙ୍କ ବିରୋଧରେ ମାମଲା ରୁଜୁ

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀର ତିଶ ହଜାରି କୋର୍ଟ ଉନ୍ନାଓ ଦୁଷ୍କର୍ମ ମାମଲାରେ ବିଧାୟକ କୂଳଦୀପ ସିଂ ସେନ୍‌ଗାରଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି । ତାଙ୍କ ବିରୋଧରେ ସାକ୍ଷୀ ରହିଥିବା କୋର୍ଟ ଜାଣିବାକୁ ପାଇଛନ୍ତି । ଏପରିକି ସେଙ୍ଗରଙ୍କ ବିରୋଧରେ ପୋକ୍ସୋ ଆକ୍ଟ 120 ବି ଆଧାରରେ ମମାଲା ଦାଏର କରାଯାଇଛି । ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ଆଦେଶକୁ ଭିତି କରି ଅଭିଯୁକ୍ତ ବିଧାୟକ କୂଳଦୀପ ସିଂହ ସେନ୍‌ଗାରଙ୍କୁ ଦିଲ୍ଲୀରୁ ତିହାର ଜେଲକୁ ସ୍ଥାନାନ୍ତର କରାଯାଇଥିଲା । ଜିଲ୍ଲା ଜଜ୍‌ ଧର୍ମେଶ ସିଂ ଏହି ମାମଲାର ବିଚାର କରି ଏହି ନିଷ୍ପତ୍ତି ନେଇଛନ୍ତି । ପୀଡିତାଙ୍କୁ ଚିକିତ୍ସା ପାଇଁ ଏମ୍ସରେ ଭର୍ତି କରାଯାଇଛି । ପୀଡିତାଙ୍କ ଓକିଲ ମଧ୍ୟ ଏମ୍ସରେ ଚିକିତ୍ସିତ ହେଉଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସେବା ପଖୱାଡା ଦିବସ ଓ ମାରାଥନ ରାଲି ଅନୁଷ୍ଠିତ

September 21, 2025

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025
Latest News

ଓଡ଼ିଶା ପାଇଁ ଗର୍ବ: ବିଶ୍ୱ ପାରା ଏଥ୍ଲେଟିକ୍ସରେ NTO ଭାବେ ଚୟନ ହେଲେ ମାଳବିକା ମିଶ୍ର

September 21, 2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025

ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

September 21, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସେବା ପଖୱାଡା ଦିବସ ଓ ମାରାଥନ ରାଲି ଅନୁଷ୍ଠିତ

September 21, 2025

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.