Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଟି ମୋଟରସାଇକେଲ ମୁହାଁମୁହିଁ ଧକ୍କା: ଦୁଇ ମୃତ, ତିନି ଗୁରୁତର
ଆଜିର ଖବର

ସ୍କୁଟି ମୋଟରସାଇକେଲ ମୁହାଁମୁହିଁ ଧକ୍କା: ଦୁଇ ମୃତ, ତିନି ଗୁରୁତର

January 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କବିସୂର୍ଯ୍ୟନଗର ଥାନା
ସ୍କୁଟି ମୋଟରସାଇକେଲ ମୁହାଁମୁହିଁ ଧକ୍କା: ଦୁଇ ମୃତ, ତିନି ଗୁରୁତର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବୁଢାମ୍ବ ମୁଖ୍ୟ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟି ମୋଟରସାଇକେଲ ଚାଳକ ଓ ଆରୋହୀ କୋଦଳା ଥାନା କୁମୁଟି ସାହିର ଦୁଇ ପଡୋଶୀ ରୁଦ୍ର ନାରାୟଣ ଦାସ ଓ ରଶ୍ମିରଞ୍ଜନ ପାଢ଼ୀ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସ୍କୁଟି ଚାଳକ ବାଣପୁର ଅଞ୍ଚଳର ପବିତ୍ର ବିନ୍ଧାଣି ଓ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ମିଳିଥିବା ସୂଚନା ଅନୁସାରେ ମୃତ ଯୁବକ ଦ୍ବୟ କବିସୂର୍ଯ୍ୟ ନଗର ଠାରୁ କୋଦଳା ଅଭିମୁଖେ ମୋଟରସାଇକେଲରେ ଯାଉଥିବା ବେଳେ ସାମ୍ନା ପଟୁ ୩ ଜଣ ଯୁବକ ସ୍କୁଟି ଯୋଗେ ଆସୁଥିଲେ। ସେତିକି ବେଳେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଓ ସମସ୍ତେ ରାସ୍ତା କଡ଼ରେ ଛିଟିକି ପଡିଥିଲେ।

ସ୍ଥାନୀୟ ଲୋକେ ସମସ୍ତଙ୍କୁ କବିସୂର୍ଯ୍ୟ ନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ଉକ୍ତ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ ଓ ଗୁରୁତର ସମସ୍ତଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତ ଯୁବକ ମାନଙ୍କ ଶବ ବ୍ୟବଚ୍ଛେଦ ପରେ ଆଜି ପରିବାର ଲୋକଙ୍କୁ ହସ୍ତାନ୍ତର ହେବ ବୋଲି ପୋଲିସ କହିଛି।

କବିସୂର୍ଯ୍ୟନଗର ଥାନା ତିନି ଗୁରୁତର ଦୁଇ ମୃତ ବୁଢାମ୍ବ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

“କଂଗ୍ରେସର ପରିଚୟ ହିଁ ରାମ ବିରୋଧୀ,” ନାନା ପଟୋଲେଙ୍କ ବୟାନକୁ ଟାର୍ଗେଟ କଲେ ସଞ୍ଜୟ ନିରୁପମ

January 1, 2026

ନିଯୁକ୍ତି ନାମରେ ଠକେଇ: ୩ ଅଭିଯୁକ୍ତ କୋର୍ଟ ଚାଲାଣ

January 1, 2026

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026
Latest News

“କଂଗ୍ରେସର ପରିଚୟ ହିଁ ରାମ ବିରୋଧୀ,” ନାନା ପଟୋଲେଙ୍କ ବୟାନକୁ ଟାର୍ଗେଟ କଲେ ସଞ୍ଜୟ ନିରୁପମ

January 1, 2026

ସ୍କୁଟି ମୋଟରସାଇକେଲ ମୁହାଁମୁହିଁ ଧକ୍କା: ଦୁଇ ମୃତ, ତିନି ଗୁରୁତର

January 1, 2026

ନିଯୁକ୍ତି ନାମରେ ଠକେଇ: ୩ ଅଭିଯୁକ୍ତ କୋର୍ଟ ଚାଲାଣ

January 1, 2026

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.