Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ
ଆଜିର ଖବର

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗତ ବୁଧବାର ବିଳମ୍ବିତ ରାତିରେ କନିଷି ଢ଼ାବା ସାମ୍ନାରେ ଜଣେ ଯୁବକ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ହିଁ ଯୁବକ ଜଣଙ୍କର ମୃତ୍ୟୁ ଘଟିଛି।

ଖବର ପାଇ ଗୋଳନ୍ଥରା ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।  ଅନ୍ୟପକ୍ଷରେ ନୀଳ ରଙ୍ଗର ପ୍ୟାଣ୍ଟ୍ ଓ ନାଲି ରଙ୍ଗର ସାର୍ଟ ପରିହିତ ଯୁବକଙ୍କ ପରିଚୟ ମିଳିନଥିବା ଜଣାପଡ଼ିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ବୋଲି ଥାନା ସୁତ୍ରରୁ ଜଣାପଡିଛି।

ଅଜଣା ଗାଡି ଧକ୍କା ଗୋଳନ୍ଥରା ଥାନା ଯୁବକଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.