Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୫ରୁ ଖଣ୍ଡଗିରି ମାଘ ମେଳା: ବିଏମସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ
ଆଜିର ଖବର

ଆସନ୍ତା ୨୫ରୁ ଖଣ୍ଡଗିରି ମାଘ ମେଳା: ବିଏମସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ

January 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Khandagiri Magh Mela to Begin on 25th; BMC Holds Preparatory Meeting
Khandagiri Magh Mela to Begin on 25th; BMC Holds Preparatory Meeting

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି ମାଘ ମେଳା। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ -ବିଏମସି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ବ୍ୟବସ୍ଥାଠୁ ନେଇ ବ୍ୟବସାୟୀଙ୍କୁ ଷ୍ଟଲ ବଣ୍ଟନ, ନାଗା ସାଧୁଙ୍କୁ ସମସ୍ତ ସୁବିଧା ଯୋଗାଇଦେବା ବିଷୟରେ ଆଲୋଚନା ହୋଇଛି।

ଏଥର ୭ ଟି ପେଣ୍ଡାଲରେ ଯାତ୍ରା ପରିବେଷଣ କରାଯିବ, ମେଳାରେ ୧୦୦ ରୁ ଉର୍ଦ୍ଧ ସିସିଟିଭି ଲାଗିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିବା ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ନକରିବା ପାଇଁ ଯାତ୍ରା କମିଟି ଗୁଡିକୁ ଶ୍ରୀମତୀ ଦାସ ପରାମର୍ଶ ଦେଇଛନ୍ତି। ବୈଠକରେ ସମସ୍ତ କର୍ପୋରେଟର, ଷ୍ଟାଣ୍ଡିଙ୍ଗ କମିଟି, ଯାତ୍ରା କମିଟି, ବିଦ୍ୟୁତ୍ ବିଭାଗ , ୱାଟକୋ, ଆର ଏଣ୍ଡ ବି ର ଅଧିକାରୀ ଓ ପୁଲିସ ଉପସ୍ଥିତ ଥିଲେ।

bmc Khandagiri Magh Mela Preparatory Meeting
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.