Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ‘ଜାତୀୟ ସଡ଼କ ସୁରକ୍ଷା ମାସ’ର ରାଜ୍ୟସ୍ତରୀୟ ଉତ୍ସବର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆଜି ‘ଜାତୀୟ ସଡ଼କ ସୁରକ୍ଷା ମାସ’ର ରାଜ୍ୟସ୍ତରୀୟ ଉତ୍ସବର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

January 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୋହନ ଚରଣ ମାଝୀ
ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

ଭୁବନେଶ୍ଵର: ସଡ଼କ ଦୁର୍ଘଟଣା ହ୍ରାସ ଲକ୍ଷ୍ୟରେ ସାରା ଦେଶରେ ଜାନୁଆରୀ ମାସକୁ “ଜାତୀୟ ସଡ଼କ ସୁରକ୍ଷା ମାସ” ଭାବରେ ପାଳନ କରାଯାଉଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ‘ଜାତୀୟ ସଡ଼କ ସୁରକ୍ଷା ମାସ’ର ରାଜ୍ୟସ୍ତରୀୟ ଉତ୍ସବର ଶୁଭ ଉଦଘାଟନ କରିବେ।

ଏହି ଅବସରରେ ସାମୂହିକ ଶପଥପାଠ ଅନୁଷ୍ଠିତ ହେବ। ଏହାସହ ସଚେତନତା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଶ୍ରୀରାମ ମନ୍ଦିର ଯାଏଁ ଏକ ପଦଯାତ୍ରାର ଆୟୋଜନ କରାଯିବ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Mohan Ch Majhi National Road Safety Month State-Level
Share. Facebook Twitter LinkedIn Email WhatsApp Copy Link

Related Posts

୩ ଟି ସ୍ୱର୍ଣ୍ଣ ପଦକ ସହ ହ୍ୟାଟ୍ରିକ୍ ଅର୍ଜନ କଲେ ଓଡ଼ିଶାର ସୌରଭ ପୁଟେଲ

August 10, 2026

କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ

August 10, 2026

ଆଜି ଅଗଷ୍ଟ ୧୦ ତାରିଖ ସୋମବାରରେ ଏହି ଆଠଟି ରାଶି ପାଇଁ ରହିଛି ବଡ ଖୁସି ଖବର

August 10, 2026

ହୀରାକୁଦରେ ପୁଣି ବଢ଼ିଲା ବନ୍ୟାଜଳ, ଖୋଲିଲା ଆଉ ୪ଟି ଗେଟ୍‌

August 10, 2026
Latest News

୩ ଟି ସ୍ୱର୍ଣ୍ଣ ପଦକ ସହ ହ୍ୟାଟ୍ରିକ୍ ଅର୍ଜନ କଲେ ଓଡ଼ିଶାର ସୌରଭ ପୁଟେଲ

August 10, 2026

କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ

August 10, 2026

ଆଜି ଅଗଷ୍ଟ ୧୦ ତାରିଖ ସୋମବାରରେ ଏହି ଆଠଟି ରାଶି ପାଇଁ ରହିଛି ବଡ ଖୁସି ଖବର

August 10, 2026

ହୀରାକୁଦରେ ପୁଣି ବଢ଼ିଲା ବନ୍ୟାଜଳ, ଖୋଲିଲା ଆଉ ୪ଟି ଗେଟ୍‌

August 10, 2026

ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.