Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆରୂପ ପାଇବ ଲୋକସେବା ଭବନ, ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ଅଟକଳ
ଆଜିର ଖବର

ନୂଆରୂପ ପାଇବ ଲୋକସେବା ଭବନ, ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ଅଟକଳ

January 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ
ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

ଭୁବନେଶ୍ବର: ନୂଆରୂପ ପାଇବ ଲୋକସେବା ଭବନ। ଏହାର ପୁନର୍ବିନ୍ୟାସ ପାଇଁ ଡିପିଆର ପ୍ରସ୍ତୁତ ହୋଇସାରିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ଚଳିତବର୍ଷ ଶେଷସୁଦ୍ଧା ସଂପୂର୍ଣ୍ଣ ଲୋକସେବା ଭବନର ପୁନର୍ବିନ୍ୟାସ କାମ ଆରମ୍ଭ ହେବ ବୋଲି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।

ଲୋକସେବା ଭବନର ବିକାଶ ପାଇଁ ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। କାର୍‌ ପାର୍କିଂ ପାଇଁ ଭୂତଳ ପାର୍କିଂ ପରିସର ନିର୍ମାଣ କରାଯିବ। ଏଥିରେ ୫୭୩ଟି କାର୍‌ ରଖିବା ପାଇଁ ପର୍ଯ୍ୟାପ୍ତ ସ୍ଥାନର ବ୍ୟବସ୍ଥା କରାଯିବ । ଗାଡ଼ି ପାର୍କିଂ ଏବଂ ନମ୍ବର ଚିହ୍ନଟ ପାଇଁ ଏଆଇ ପ୍ରଯୁକ୍ତିର ବ୍ୟବହାର କରାଯିବ।

ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026
Latest News

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.