Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ଆଜିର ଖବର

ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

January 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଆଜି ଶୀତଦିନେ ଶିଶୁଙ୍କ ସ୍ଵାସ୍ଥ୍ୟ ରକ୍ଷା ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଶୀତଋତୁରେ ଭୂତାଣୁ, ଥଣ୍ଡା, କଫ ଓ ଚର୍ମ ରୋଗର ଭୟ ଥାଏ। ଶିଶୁକୁ କୋଳରେ ଚାପି ରଖନ୍ତୁ, ଶୀତ ଲୁଗା, ଗରମ ଜଳ ସ୍ନାନ ପାନ, ସୂର୍ଯ୍ୟ କିରଣରେ ବସାନ୍ତୁ। ଖଟା ରସ କିଛି ପିଆନ୍ତୁ ନାହିଁ।

ଥଣ୍ଡା, କାଶ ହେଲେ ତୁଳସୀ ରସ, ଅଦା ରସ ଅଧିକ ମହୁ ମିଶାଇ ପିଆନ୍ତୁ। ସାଧାରଣ ଜ୍ୱର ରହିଲେ ମକରଧ୍ଵଜ ମିଶାନ୍ତୁ। ଅଧିକ ଜ୍ୱର ରହିଲେ, ଧଇଁସଇଁ ହେଲେ ତୁରନ୍ତ ଡାକ୍ତରଙ୍କୁ ଦେଖାନ୍ତୁ। କୁଣ୍ଡାଇ ହେଲେ ଗରମ ପାଣିରେ ନିମ୍ବ ପତ୍ର ପକାଇ ଗାଧାନ୍ତୁ, ମୁଗ ବଟା ବା ବେସନ ଲଗାଇ ଦେହ ସଫା କରନ୍ତୁ, ହଳଦୀ ଲଗାନ୍ତୁ। ଦେହ ଶୁଖିଲା ନରଖି ସୋରିଷତେଲ କିମ୍ବା ନଡ଼ିଆତେଲ ଲଗାନ୍ତୁ। ଅଳ୍ପ ଅଳ୍ପ ଅଧିକ ଥର ଖୁଆନ୍ତୁ। ଓଠ,ଗାଲ ଓ ନେଡିରେ ଗାଈଘିଅ ଲଗାନ୍ତୁ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ।

ଆରୋଗ୍ୟ ଭାରତୀ ଡା.ନକୁଳ ସାହୁ ବ୍ରହ୍ମପୁର ସହର ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ବାସ୍ଥ୍ୟ ଶିବିର ସ୍ୱାସ୍ଥ୍ୟ ସଚେତନା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.