Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
ଆଜିର ଖବର

ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

January 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ବେଲଗାଁ ଥାନା ଅଞ୍ଚଳର ସାହାପୁର ଖାଜିପଲୀ ରାସ୍ତା କଡ଼ ଏକ ବିଲ ମାଳରୁ ଉଲଗ୍ନ ଅବସ୍ଥାରେ ଥିବା ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ମରଶରୀରକୁ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ନଂ ୧/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୁଚନା ଅନୁଯାୟୀ, ମୁଖ୍ୟ ରାସ୍ତା ଦେଇ ଯାଉଥିବା କିଛି ଲୋକ ଉକ୍ତ ଶବକୁ ଦେଖି ପୋଲିସକୁ ଖବର ଦେଇଥିଲେ।  ପୋଲିସ ତତକ୍ଷଣାତ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଆବଶ୍ୟକ ପଦକ୍ଷେପ ନେଇଛନ୍ତି ବୋଲି ଥାନା ଅଧିକାରୀ କହିଛନ୍ତି। ଅନ୍ୟ ପକ୍ଷରେ ପାଖାପାଖି ୪୦ ବର୍ଷ ର ଉକ୍ତ ଯୁବକକୁ ଯୋଜନାବଦ୍ଧ ଭାବେ ହତ୍ୟା କରିଥିବା ଅଞ୍ଚଳବାସୀଙ୍କ ଠାରୁ ଶୁଣିବାକୁ ମିଳୁଛି।

ଅଚିହ୍ନା ଯୁବକ ଗଞ୍ଜାମ ଜିଲ୍ଲା ବେଲଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.