Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଚିଲିକା ହ୍ରଦ ପ୍ରସଙ୍ଗରେ ଆଲୋଚନା କଲେ ଆଇନ ମନ୍ତ୍ରୀ ଏବଂ ପୁରୀ ସାଂସଦ
ଆଜିର ଖବର

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଚିଲିକା ହ୍ରଦ ପ୍ରସଙ୍ଗରେ ଆଲୋଚନା କଲେ ଆଇନ ମନ୍ତ୍ରୀ ଏବଂ ପୁରୀ ସାଂସଦ

January 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଚିଲିକା ହ୍ରଦ ପ୍ରସଙ୍ଗରେ ଆଲୋଚନା କଲେ ଆଇନ ମନ୍ତ୍ରୀ ଏବଂ ପୁରୀ ସାଂସଦ
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଚିଲିକା ହ୍ରଦ ପ୍ରସଙ୍ଗରେ ଆଲୋଚନା କଲେ ଆଇନ ମନ୍ତ୍ରୀ ଏବଂ ପୁରୀ ସାଂସଦ

ଭୁବନେଶ୍ଵର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ରଙ୍କ ସହ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଚିଲିକା ହ୍ରଦର ଦୀର୍ଘକାଳୀନ ସୁରକ୍ଷା ଏବଂ ପୁନରୁଦ୍ଧାର ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ମରାଳ ମାଳିନୀ ନୀଳାମ୍ବୁ ଚିଲିକା ଏସିଆର ସବୁଠାରୁ ବଡ଼ ହ୍ରଦ, ପର୍ଯ୍ୟଟନ ଦୃଷ୍ଟିରୁ ସମୃଦ୍ଧ ଏବଂ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଜୀବନଜୀବିକାର ଉତ୍ସ। ଏହି ହ୍ରଦର ସମୟାନୁକ୍ରମେ ବଦଳୁଥିବା ସ୍ଥିତି ବାବଦରେ ଆଇଆଇଟି ମାଡ୍ରାସ୍‌ ବିଜ୍ଞାନ ଭିତ୍ତିକ ଅଧ୍ୟୟନ କରି ଏହି ହ୍ରଦର ପୁନରୁଦ୍ଧାର ପାଇଁ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛି। ଏହି ଆର୍ଦ୍ରଭୂମିର ପରିବେଶୀୟ ସୁରକ୍ଷା ପାଇଁ ସମୟୋଚିତ ଓ ସମନ୍ୱିତ ପଦକ୍ଷେପର ଆବଶ୍ୟକତା ବାବଦରେ ଏହି ଅଧ୍ୟୟନରୁ ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ପୂର୍ବରୁ ହୋଇଥିବା ବିସ୍ତୃତ ଆଲୋଚନା ଆଧାରରେ କେନ୍ଦ୍ର–ରାଜ୍ୟ ସମନ୍ୱିତ ପଦ୍ଧତି ବାବଦରେ ଆଜି ଆଲୋଚନା କରାଯାଇଥିଲା। ଚିଲିକାର ପୁନରୁଦ୍ଧାର ରାଜ୍ୟର ଅର୍ଥନୀତିକୁ ସୁଦୃଢ଼ କରିବା ସହ ପରିବେଶର ସୁରକ୍ଷାରେ ବିଶେଷ ସହାୟକ ହେବ।

chilika development nirmalasitharaman PrithvirajHarichandan sambitpatra security
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.