Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକାଙ୍କୁ ଦୁଷ୍କର୍ମ ଓ ନିର୍ମମ ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶ ଦେଲେ ପଦ୍ମପୁର ପୋକ୍ସୋ କୋର୍ଟ
ଆଜିର ଖବର

ନାବାଳିକାଙ୍କୁ ଦୁଷ୍କର୍ମ ଓ ନିର୍ମମ ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶ ଦେଲେ ପଦ୍ମପୁର ପୋକ୍ସୋ କୋର୍ଟ

January 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Minor Rape and Murder Case: Accused Sentenced to Death by Bargarh POCSO Court
Minor Rape and Murder Case: Accused Sentenced to Death by Bargarh POCSO Court

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ପୋକ୍ସୋ କୋର୍ଟ ଜଣେ ୬ ବର୍ଷର ନାବାଳିକାଙ୍କ ଦୁଷ୍କର୍ମ ଓ ନିର୍ମମ ହତ୍ୟା ମାମଲାରେ ଅଭିଯୁକ୍ତ ପ୍ରଶାନ୍ତ ବାଗକୁ ମୃତ୍ୟୁ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏହାସହ ମୃତ ନାବାଳିକାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ମୋଟ ୩୭ ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଓ ଦୃଢ଼ ପ୍ରମାଣ ଆଧାରରେ ଦଣ୍ଡାଦେଶ ପ୍ରଦାନ କରିଛନ୍ତି।

୨୦୨୪ ନଭେମ୍ବର ମାସରେ ପାଇକମାଲ ଥାନା ଅଂଚଳର ଏକ ଜଙ୍ଗଲରୁ ଗୋଟିଏ ୬ ବର୍ଷିୟା ନାବାଳିକାର ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ପୋଲିସ ପାଇକମାଲ ଥାନା ମହୁଲପାଲି ଗାଁର ପ୍ରଶାନ୍ତ ବରିହାକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Bargarh POCSO Court Rape and Murder Case Sentenced to Death
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏନ୍‌ସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

January 28, 2026

ଉଦଘାଟିତ ହେଲା ଗୋପାଳପୁର ବେଳାଭୂମି ମହୋତ୍ସବ, ଯୋଗଦେଲେ ରାଜ୍ୟପାଳଙ୍କ ସହ ମନ୍ତ୍ରୀ ହରିଚନ୍ଦନ

January 28, 2026

‘ବନ୍ଦେ ମାତରମ୍ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬ “ଆୟୋଜନ କରିବ ସିଆଇଏସଏଫ୍

January 28, 2026

ସର୍ବଭାରତୀୟ ‘ସମୃଦ୍ଧି’ ସମାରୋହ ୨୦୨୫-୨୬ ଉଦଘାଟିତ

January 28, 2026
Latest News

ମହାରାଷ୍ଟ୍ରରେ ବିମାନ ଦୁର୍ଘଟଣା: ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ମୃତ

January 28, 2026

ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କଲେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, କାରଣ ଜଣାପଡି ନାହିଁ

January 28, 2026

ଆଜି ଏନ୍‌ସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

January 28, 2026

ଉଦଘାଟିତ ହେଲା ଗୋପାଳପୁର ବେଳାଭୂମି ମହୋତ୍ସବ, ଯୋଗଦେଲେ ରାଜ୍ୟପାଳଙ୍କ ସହ ମନ୍ତ୍ରୀ ହରିଚନ୍ଦନ

January 28, 2026

‘ବନ୍ଦେ ମାତରମ୍ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬ “ଆୟୋଜନ କରିବ ସିଆଇଏସଏଫ୍

January 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.