Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»SGFI archery competition: ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା
ଆଜିର ଖବର

SGFI archery competition: ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Historic success of Odisha students in SGFI archery competition
Historic success of Odisha students in SGFI archery competition

ଭୁବନେଶ୍ଵର: ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପାଇଁ ୪ ଟି ସ୍ବର୍ଣ୍ଣ ପଦକ ଆଣିଛନ୍ତି ବିଦ୍ୟାଳୟର ଛାତ୍ରଛାତ୍ରୀ। ୬ ଜାନୁଆରୀ ୨୦୨୬ ରୁ ୧୦ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ରାଞ୍ଚି ଠାରେ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଓଡ଼ିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ପକ୍ଷରୁ ଓଡ଼ିଶାରୁ ମୋଟ୍ ୧୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ୧୧ ଜଣ ବାଳିକା ଓ ୭ ଜଣ ବାଳକ ସାମିଲ୍ ଥିଲେ।

ମୟୂରଭଞ୍ଜ ଜିଲ୍ଲାର ବାରିପଦା ସ୍ଥିତ ୟୁଜିପି ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର ରୋହିତ କୁମାର ମାରାଣ୍ଡି ୩୦ ମିଟର ଦୂରତା (ଇଣ୍ଡିଆନ ରାଉଣ୍ଡ ଓ ୩୦ ମିଟର ଦୂରତା ଓଲିମ୍ପିକ ରାଉଣ୍ଡରେ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ, ମିକ୍ସ ଟିମ୍ ରାଉଣ୍ଡରେ ସେ ଭୁବନେଶ୍ବର କିସ୍ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ରେଶମା ମଲ୍ଲିକଙ୍କ ସହ ରୋହିତ କୁମାର ମାରାଣ୍ଡି ଆଉ ଗୋଟିଏ ସ୍ବର୍ଣ୍ଣ ପଦକ ହାସିଲ୍ କରିଛନ୍ତି। ରୋହିତ କୁମାର ମାରାଣ୍ଡି ସମୁଦାୟ ୩ଟି ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ରେଶମା ମଲ୍ଲିକ ଗୋଟିଏ ସ୍ବର୍ଣ୍ଣ ପଦକ ରାଜ୍ୟ ପାଇଁ ଆଣିଦେଇଛନ୍ତି। ଏହି ସଫଳତା ଓଡ଼ିଶାର ବିଭିନ୍ନ ବିଦ୍ୟାଳୟର ଥିବା ଯୁବ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବ ବୋଲି ଆଶା କରାଯାଉଛି।

Historic success Odisha students SGFI archery competition
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.