Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ
ଆଜିର ଖବର

ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Census 2026 to Begin in April
Odisha Census 2026 to Begin in April

ଭୁବନେଶ୍ଵର: ଆସନ୍ତା ଏପ୍ରିଲରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ୨୦୨୭ ଫେବୃଆରୀ ମାସରେ ହେବ ବୋଲି ରାଜ୍ୟ ଜନଗଣନା ନିର୍ଦ୍ଦେଶକ ପବନ କଲ୍ୟାଣ କହିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାପତ୍ର ଗଣନା ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ଜନଗଣନା କରାଯିବ। ଏଥିପାଇଁ ଲକ୍ଷାଧିକ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ତେବେ ଲୋକେ ନିଜେ ଚାହିଁଲେ, ୱେବସାଇଟ୍ ଜରିଆରେ ପଞ୍ଜିକୃତ ହୋଇ ନିଜ ନିଜର ତଥ୍ୟ ଦେଇପାରିବେ ବୋଲି କୁହାଯାଇଛି।

Begin in April Odisha Census 2026 ଏପ୍ରିଲ ମାସ ଜନଗଣନା କାର୍ଯ୍ୟ ପ୍ରଥମ ପର୍ଯ୍ୟାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.