Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର
ଆଜିର ଖବର

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର
ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ସୁରଙ୍ଗୀ ମନ୍ଦରଡା ରାସ୍ତାରେ ଗୋଟିଏ ଗଛକୁ ମୋଟରସାଇକେଲ ଧକ୍କା ହେବା ଫଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ, କେଦାର ନାଇକ, ରାହୁଳ ନାଇକ ଓ ରଞ୍ଜନ ନାଇକ ନାମକ ତିନି ବନ୍ଧୁ ଗୋଟିଏ ମୋଟରସାଇକେଲରେ ନିକଟସ୍ଥ ତିତିଗାଁରୁ ମନ୍ଦରଡା ଗାଁ କୁ ଫେରୁଥିଲେ। କିନ୍ତୁ ମୋଟରସାଇକେଲଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଜୋରରେ ଧକ୍କା ଦେଇଥିଲା। ଯାହାଫଳରେ ତିନି ଯୁବକ ଗୁରୁତର ଆହତ ହୋଇ ରାସ୍ତା କଡ଼ରେ ଯନ୍ତ୍ରଣା ପାଉଥିଲେ। ଏହାପରେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପାତ୍ରପୁର ଡାକ୍ତରଖାନାକୁ ପଠାଇ ଥିଲେ। ଡାକ୍ତର କେଦାର ଓ ରାହୁଳକୁ ମୃତ ଘୋଷଣା କରିଥିବା ବେଳେ ଗୁରୁତର ରଞ୍ଜନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ।

ଖବର ପାଇ ଜରଡା ପୋଲିସ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଦୁଇ ମୃତ ଜଣେ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.