Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
ଆଜିର ଖବର

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ଵର: ଗତକାଲି ରାତି ପ୍ରାୟ ୦୮:୫୨ ମିନିଟ ସମୟରେ ରସୁଲଗଡ଼ ଛକ ଠାରେ ଦୁଇଟି ମଟରସାଇକଲ ମୁହଁମୁହିଁ ଧକ୍କା ହେବା ଫଳରେ ରଘୁନାଥ ଦେହୁରୀ (୨୭) ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାସ୍ଥଳରୁ ରାମଚନ୍ଦ୍ର ଟୁଡୁ ନାମକ ଜଣେ ବ୍ୟକ୍ତି ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ।

ଖବରପାଇ ଏକ ୧୦୮ ଆମ୍ବୁଲାନ୍ସ ସେହି ସ୍ଥାନକୁ ତୁରନ୍ତ ପଠାଯାଇଥିଲା, ପ୍ରାୟ ୮ ମିନିଟ ସମୟ ମଧ୍ୟରେ ଆମ୍ବୁଲାନ୍ସ ସେଠାରେ ପହଞ୍ଚି ଗୁରୁତର ଆହତଙ୍କୁ ନେଇ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଥିଲେ। କିନ୍ତୁ କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷେ ୧୦୮ ଆମ୍ବୁଲାନ୍ସରେ କାର୍ଯ୍ୟରତ ଇ.ଏମ.ଟି ଦୀପକ କୁମାର ରଣାହନ୍ଦଳ, ଡ୍ରାଇଭର ସ୍ମୃତି ରଞ୍ଜନ ପଟ୍ଟନାୟକ ଏବଂ ହେଲ୍ପର ନରେନ୍ଦ୍ର ମଲ୍ଲିକ ଆହତଙ୍କ ଠାରୁ ମିଳିଥିବା ତାଙ୍କ ମୋବାଇଲ, ତିନି ହଜାରରୁ ଊର୍ଦ୍ଧ୍ଵ ଟଙ୍କା ଏବଂ ମନିପର୍ସକୁ ତାଙ୍କ ଘର ଲୋକଙ୍କୁ ଫେରାଇ ଥିଲେ। ଏହି ମାନବୀୟ କାର୍ଯ୍ୟ ପାଇଁ ମୃତଙ୍କ ଭାଇ ଏବଂ ଡାକ୍ତରଖାନା କର୍ତ୍ତୃପକ୍ଷ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ସାଧୁବାଦ ଜଣାଇଛନ୍ତି।

ଆମ୍ବୁଲାନ୍ସ କର୍ମଚାରୀ ଦୁର୍ଘଟଣାରେ ମୃତ ରସୁଲଗଡ଼ ଛକ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

100 ରେଳ ଅଧିକାରୀ ହେବେ ପୁରସ୍କୃତ; ଶ୍ରେଷ୍ଠ ପ୍ରଦର୍ଶନକାରୀ ଜୋନ୍‌ଗୁଡ଼ିକୁ ଦିଆଯିବ ସିଲ୍

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.